ଦୀପାବଳୀ ସୁଦ୍ଧା କମିଯିବ କରୋନା ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣ ଏବେ ବେଳକୁ ବେଳ ବଢି ଚାଲିଛି। ସଂକ୍ରମିତଙ୍କ ତୁଳନାରେ ସୁସ୍ଥତାହାର ମଧ୍ୟ ବଢିଛି। ହେଲେ ବର୍ଦ୍ଧିତ ସଂକ୍ରମଣକୁ ଦେଖି ଲୋକେ ଏବେବି କରୋନା ଭାଇରସ ନାଁ ଶୁଣି ଭୟ କରି ଯାଉଛନ୍ତି। ହେଲେ କରୋନା ଭାଇରସର ସଂକ୍ରମଣକୁ ଦେଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ କହିଛନ୍ତି ଚଳିତ ବର୍ଷ ଦୀପାବଳୀ ବେଳକୁ ଦେଶରେ ସଂକ୍ରମଣ କମିଯାଇଥିବ। ଅନନ୍ତ କୁମାର ଫାଉଣ୍ଡେଶନ ଦ୍ୱାରା ଆୟୋଜିତ ଓ୍ବେନର ସିରିଜ ‘ନେଶନ ଫାଷ୍ଟ’ର ଉଦ୍‌ଘାଟନୀ ଉତ୍ସବରେ ସ୍ବାସ୍ଥ୍ୟମନ୍ତ୍ରୀ ଏହା କହିଛନ୍ତି। ଏବେ ଦେଶ ଏହି ମହାମାରୀ ସହ ଖୁବ୍‌ ଲଢୁଛି। ତେଣୁ ଦୀପାବଳୀ ବେଳକୁ ଏହା କମ୍‌ ହୋଇ ଯାଇଥିବ। ତେବେ ଏହି ମହାମାରୀ ଆମକୁ ବହୁତ କିଛି ଶିଖାଇଲା। ନିଜ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଜରୁରୀ ବୋଲି କହିଲା ଏହି କରୋନା ଭାଇରସ। ତେବେ ଚଳିତ ବର୍ଷ ଶେଷ ସୁଦ୍ଧା ଦେଶରେ କରୋନା ଭ୍ୟାକ୍ସିନ ଉପଲବ୍ଧ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !

ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ...

ଆମେରିକା: କରୋନା ସଂକ୍ରମଣରେ ୬୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ

ଓ୍ବାଶିଂଟନ,୧।୫: କରୋନା କବଳରେ ଆମେରିକା। ସେଠାରେ ପ୍ରତି ୨୪ ଘଣ୍ଟାରେ ଏବେବି ୨ ହଜାରରୁ ଊଦ୍ଧ୍ୱର୍ର୍ ଲୋକଙ୍କ ମୃତ୍ୟୁ ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛନ୍ତି। ଗୁରୁବାର...

ସେନା ନିୟନ୍ତ୍ରଣରେ ହିଂସାପ୍ରବଣ ଅଞ୍ଚଳ

ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ୫୪ରେ ପହଞ୍ଚତ୍ଥିବା ସରକାରୀ ଭାବେ କୁହାଯାଇଛି। କିନ୍ତୁ ପ୍ରକୃତ ମୃତ୍ୟୁସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ବୋଲି ବେସରକାରୀ ସୂତ୍ରରୁ...

ନେତାଜୀଙ୍କ ଜୀବନ ସହ ସମ୍ପର୍କିତ ରହସ୍ୟ ଉପରୁ ହଟିବ ପରଦା: ୭୪ ବର୍ଷ ପୁରୁଣା ଅପ୍ରକାଶିତ ପୁସ୍ତକ ହେବ ପ୍ରକାଶିତ…

ନୂଆଦିଲ୍ଲୀ,୨୩।୧ : ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ସୋମବାର ସାରା ଦେଶରେ ପାଳନ କରାଯାଉଛି। ତାଙ୍କ ପ୍ରତିମୂର୍ତ୍ତିକୁ ଶ୍ରଦ୍ଧାଞ୍ଜଳି...

ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ନେଟ୍‌ଓ୍ବର୍କ: ଅଶ୍ୱିନୀ

ନୂଆଦିଲ୍ଲୀ,୩୧।୩ : ଭାରତରେ ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ମୋବାଇଲ୍‌ ନେଟଓ୍ବର୍କ ସେବା କାର୍ଯ୍ୟକାରୀ ହେବାକୁ ଯାଉଛି। ଚଳିତ ବର୍ଷ ଶେଷ ସୁଦ୍ଧା ୫ଜି ନେଟ୍‌ଓ୍ବର୍କ ପ୍ରସ୍ତୁତ...

ମାଓବାଦୀ ନେତା ହିଡ୍‌ମା କିଏ

ରାୟପୁର,୫।୪: ଛତିଶଗଡ଼ର ବିଜାପୁର-ସୁକୁମା ବର୍ଡର ଜଙ୍ଗଲରେ ଶନିବାର ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୨୨ରୁ ଊର୍ଦ୍ଧ୍ୱ ଯବାନଙ୍କ ଜୀବନ ଯାଇଥିବାବେଳେ ୩୨ ଆହତ ହୋଇଛନ୍ତି। ଏହି ସାଂଘାତିକ...

ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍‌ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ...

ଆରୋଗ୍ୟ ସେତୁର ସ୍ରଷ୍ଟା ମନ୍ତ୍ରଣାଳୟକୁ ଜଣାନାହିଁ

ନୂଆଦିଲ୍ଲୀ,୨୮।୧୦: କୋଭିଡ୍‌-୧୯ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରାଉଥିବା ଆରୋଗ୍ୟ ସେତୁ ଆପ୍‌ର ସ୍ରଷ୍ଟା କିଏ ଏ ସମ୍ପର୍କରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପାଖରେ...

Advertisement
Archives

Model This Week