Posted inଜାତୀୟ

ଟିକା ପରେ ୮ ମାସ ରହିବ କୋଭିଡ୍‌ ଆଣ୍ଟିବଡି

ନୂଆଦିଲ୍ଲୀ, ୧୩।୨: କୋଭିଡ୍‌ ଟିକା ନେବା ପରେ ଶରୀରରେ ଆଣ୍ଟିବଡି ୮ ମାସ କିମ୍ବା ଏହାଠାରୁ ଅଧିକ ସମୟ ସକ୍ରିୟ ରହିବ ବୋଲି ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ ଶୁକ୍ରବାର କହିଛନ୍ତି। ବୈଜ୍ଞାନିକମାନେ ଭାକ୍ସିନ୍‌ର ଦୀର୍ଘମିଆଦୀ ସୁରକ୍ଷା ଉପରେ ଅନୁଧ୍ୟାନ କରୁଛନ୍ତି। କୋଭିଡ୍‌-୧୯ ଜାତୀୟ ଟାସ୍କଫୋର୍ସ ସଦସ୍ୟ ଥିବା ଗୁଲେରିଆ ପୂର୍ବରୁ ଟିକା ସମ୍ପର୍କିତ ବିଭିନ୍ନ ପ୍ରଶ୍ନର ଉତ୍ତର ଟୁଇଟରରେ ଦେଇଥିଲେ। ଟିକାର ଦ୍ୱିତୀୟ ଡୋଜ୍‌ ନେବାର ୧୪ ଦିନ ପରେ ଶରୀରରେ ଆଣ୍ଟିବଡି ବିକଶିତ ହୋଇଥାଏ। କରୋନା ଭୂତାଣୁ ବିରୋଧରେ ଏହି ସୁରକ୍ଷା କେତେଦିନ ରହିବ ତାହା ସ୍ପଷ୍ଟ ହୋଇ ନ ଥିଲେ ହେଁ ଅନୂ୍ୟନ ୮ ମାସ କିମ୍ବା ତାହାଠାରୁ ଅଧିକ ରହିବା ବିଶ୍ୱାସ କରାଯାଉଛି। ଭାରତରେ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୫ ଲକ୍ଷରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କୋଭିଡ୍‌ ଯୋଦ୍ଧାମାନେ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ନେଇସାରିଲେଣି। ମାର୍ଚ୍ଚରୁ ୫୦ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କ ପାଇଁ ଟିକାକରଣ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ଅଧ୍ୟକ୍ଷ ଚୟନ ପ୍ରକ୍ରିୟାରେ ଭାଗ ନେଲେ ନାହିଁ ସୋନିଆ, ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଶନିବାର ଅଧ୍ୟକ୍ଷ ପଦକୁ ନେଇ କିଛି ସମାଧାନ ଆସିବ ବୋଲି ଅନୁମାନ କରାଯାଉଥିଲା। ହେଲେ ବୈଠକରେ ଯୋଗ ଦେବା...

ରାଜନୀତି ମୈଦାନକୁ ଓହ୍ଲାଇବେ ପାୟଲ ଘୋଷ

ମୁମ୍ବାଇ,୨୬।୧୦: ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ଫିଲ୍ମ ଅଭିନେତ୍ରୀ ପାୟଲ ଘୋଷ ତାଙ୍କ ଓକିଲଙ୍କ ସହ...

ଲା ଗଣେଶନ ମଣିପୁରର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ,୨୨ ।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲା ଗଣେଶନଙ୍କୁ ମଣିପୁରର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । ଗଣେଶନ ଭାରତୀୟ ଜନତା ପାର୍ଟିର ଜଣେ...

କାଠଗଡାରେ ଚିଦାମ୍ବରମ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର...

କ୍ୟାପଟେନଙ୍କୁ ଟାର୍ଗେଟ କଲେ ରାୱତ

ଚଣ୍ଡିଗଡ଼,୧ ।୧୦: ତୁଟୁନି ପଞ୍ଜାବ କଂଗ୍ରେସର କଳହ । ପଞ୍ଜାବର କଂଗ୍ରେସ ପ୍ରଭାରି ହରିଶ ରାୱତ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଟାର୍ଗେଟ...

ଅଭିଯୁକ୍ତଙ୍କ ଉପରେ ମାଡ଼ିଗଲା ପୋଲିସ ଗାଡ଼ି

ଗୁଆହାଟୀ,୩୧।୫: ଆସାମର ନାଗାଁଓରେ ଗତ ସପ୍ତାହରେ ହୋଇଥିବା ଥାନା ପୋଡ଼ି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ଉପରେ ପୋଲିସ ଗାଡ଼ି ମାଡ଼ିଯାଇ ମୃତ୍ୟୁ ହୋଇଛି। ପୋଲିସ ହେପାଜତରେ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ସୋନିଆଙ୍କୁ ପୁଣି ସମନ ପଠାଇଲା ଇଡି

ନୂଆଦିଲ୍ଲୀ,୧୧।୭: କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ପୁଣି ଥରେ ଏକ ସମନ ପଠାଇଛି। ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି...

Advertisement
Archives

Model This Week