Posted inଜାତୀୟ

କରୋନା ପାଇଁ ବାତିଲ ହେବନି ବିହାର ନିର୍ବାଚନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୮: ବିହାରରେ ଆଗକୁ ଥିବା ନିର୍ବାଚନକୁ ବନ୍ଦ କରିବାକୁ ନେଇ ଯେଉଁ ଅଭିଯୋଗ ହୋଇଥିଲା ଶୁକ୍ରବାର ସୁପ୍ରିମକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି କରୋନା ମାହାମାରୀ ନିର୍ବାଚନ ବନ୍ଦ କରିବାର ଏକ ଯୁକ୍ତିଯୁକ୍ତ କାରଣ ନୁହେଁ। ତେବେ ନିର୍ବାଚନ କମିଶନ ଯାହା ନିଷ୍ପତ୍ତି ନେବେ ସେହି ଅନୁଯାୟୀ ନିର୍ବାଚନ କରାଯିବ ବୋଲି କୋର୍ଟ କହିଛନ୍ତି। ବିହାର ନିର୍ବାଚନକୁ ନେଇ ଏପର୍ଯ୍ୟନ୍ତ ନିର୍ବାଚନ କମିଶନଙ୍କଠାରୁ କୌଣସି ନୋଟିଫିକେଶ ଜାରି କରାଯାଇ ନ ଥିବା ବେଳେ କୋର୍ଟ ଏଥିରେ ହସ୍ତକ୍ଷେପ କରିବେ ନାହିଁ ବୋଲି ଦର୍ଶାଯାଇଛି। ଆଦେନକାରୀ ଅବିନାଶ ଠାକୁରଙ୍କୁ କୋର୍ଟ କହିଛନ୍ତି ନିର୍ବାଚନ ହେଲେ ନିର୍ବାଚନ କମିଶନଙ୍କ ପକ୍ଷରୁ କରୋନା ମହାମାରୀ ପାଇଁ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନିର୍ବାଚନ କରାଯିବ। ସୂଚନାଯୋଗ୍ୟ, ବିହାର ନିର୍ବାଚନ ଆସନ୍ତା ନଭେମ୍ବରରେ ହେବାର ଯାଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କରେ ହେବ ପ୍ରୋଜେକ୍ସନ ମ୍ୟାପିଂ ଶୋ’

ନୂଆଦିଲ୍ଲୀ,୨୮ା୪: ଜନସାଧାରଣଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ଆଲୋଚନା କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ର ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ କେନ୍ଦ୍ର...

ରାହୁଲଙ୍କ ଆକାଉଣ୍ଟ ବନ୍ଦ: ଟୁଇଟର ଅଫିସ ବାହାରେ ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୯।୮: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ ହେବା ପରେ କଂଗ୍ରେସ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ...

ମୁହଁ ଦେଖାରେ ବୋହୂଙ୍କୁ ଏମିତି ଉପହାର ଦେଇ ଉଦାହରଣ ସୃଷ୍ଟି କଲେ ଶ୍ୱଶୁର

ଜୟପୁର,୨୧।୨:ରାଜସ୍ଥାନର ସିକର ଜିଲାର ନିମ୍‌କା ଥାନା ଅଞ୍ଚଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହରେ ବରର ପିତା ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି।...

ହେୟାର ଟ୍ରାନ୍ସପ୍ଲାଣ୍ଟ ସେଲୁନ ଯୋଗୁ ବଢୁଛି ମୃତ୍ୟୁ ସଂଖ୍ୟା, ଚିନ୍ତା ପ୍ରକଟ କଲେ ହାଇକୋର୍ଟ…

ନୂଆଦିଲ୍ଲୀ ୧୪।୫: ହେୟାର ଟ୍ରାନ୍ସପ୍ଲାଣ୍ଟ ସେଲୁନର ସଂଖ୍ୟା ବୃଦ୍ଧି ନେଇ ଦିଲ୍ଲୀ କୋର୍ଟ ମଧ୍ୟ ଚିନ୍ତା ପ୍ରକଟ କରିଛନ୍ତି। କୌଣସି ଚିକିତ୍ସା ସେବାରେ ତାଲିମ୍‌ ବିନା...

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ୩୦ରୁ ଅଧିକ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବେ ଆକ୍ସନ ମୋଡ୍‌ରେ ଅଛି। ମଙ୍ଗଳବାର ଏକାସାଙ୍ଗରେ ୩୦ରୁ ଅଧିକ ସ୍ଥାନରେ ଚଢାଉ କରାଯାଉଛି।...

ଆଜମଙ୍କୁ ଭେଟିଲେ ଏସ୍‌ପି ମୁଖ୍ୟ ଅଖିଳେଶ

ନୂଆଦିଲ୍ଲୀ,୧୬।୯: ସମାଜବାଦୀ ପାର୍ଟି(ଏସ୍‌ପି)ର ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଦଳର ବରିଷ୍ଠ ନେତା ଆଜମ ଖାନଙ୍କୁ ଭେଟିଛନ୍ତି। ଆଜମ ଖାନ ବର୍ତ୍ତମାନ ଦିଲ୍ଲୀର...

ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି

ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି।...

ଆଜମଙ୍କୁ ଜେଲରେ ଭେଟିଲେ ଶିବପାଲ

ଲକ୍ଷ୍ନୌ,୨୨।୪: ଉତ୍ତରପ୍ରଦେଶର ସୀତାପୁର ଜେଲରେ ରହୁଥିବା ସମାଜବାଦୀ ପାର୍ଟିର ବିଧାୟକ ଆଜମ ଖାନଙ୍କୁ ଭେଟିବାକୁ ପ୍ରଗତିଶୀଳ ସମାଜବାଦୀ ପାର୍ଟି ସଭାପତି ଶିବପାଲ ଯାଦବ ଶୁକ୍ରବାର ଜେଲରେ...

Advertisement
Archives

Model This Week