ରାଜ୍ୟରେ ପିକ୍‌ ଛୁଇଁ ସାରିଛି ସଂକ୍ରମଣ!

ଭୁବନେଶ୍ବର,୨୭।୧(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି,ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି। ଦୈନିକ ସଂକ୍ରମଣ ମଧ୍ୟ କମୁଛି। ରାଜ୍ୟରେ ଏବେ ସଂକ୍ରମଣ ତଳମୁହାଁ ରହିଛି । ପ୍ରତ୍ୟେକ ଦିନ ୫ରୁ ୬ହଜାର ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ଟ୍ରାନ୍ସମିଶନ ବହୁତ ଅଧିକ ରହିଛି। ବେସ୍‌ ଲାଇନ୍‌ ଆସିବା ଦରକାର, ଏବେ ବି ସତର୍କତା ଅବଲମ୍ବନ କରିବାକୁ ପଡିବ। ଅନ୍ୟ ଦେଶଗୁଡିକ ଦେଖିଲେ ଚତୁର୍ଥ ଓ ପଞ୍ଚମ ଲହର ଦେଖିବାକୁ ମିଳୁଛି ବୋଲି ଜନସାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri