କୋଭିଡ୍‌ କଟକଣା ଉଲ୍ଲଂଘନ: ୩୦ ହଜାର ଟଙ୍କା ଗଣିଲା ମନ୍ଦିର କମିଟି

ବରଗଡ଼ ଅଫିସ୍‌,୨୬।୩: ବରଗଡ଼ ଜିଲା ଭଟଲିସ୍ଥିତ ଶ୍ୟାମ ବିହାରୀ ମନ୍ଦିରରେ ଗୁରୁବାର ଫାଲଗୁନ ମେଳା ପାଳନ କରିବା ମନ୍ଦିର କମିଟିକୁ ମହଙ୍ଗା ପଡ଼ିଛି । କୋଭିଡ୍‌ କଟକଣା ଉଲ୍ଲଂଘନ କରିଥିବା ଅଭିଯୋଗରେ ପ୍ରଶାସନ ପକ୍ଷରୁ ମନ୍ଦିର କମିଟିକୁ ୩୦ହଜାର ଟଙ୍କା ଜୋରିମାନା କରାଯାଇଛି ।

ସୂଚନା ଅନୁଯାୟୀ, ଫାଲଗୁନ ମେଳା ପାଳନ ଅବସରରେ ଗୁରୁବାର ବରଗଡ଼ରୁ ଭଟଲି ଶ୍ୟାମ ବିହାରୀ ମନ୍ଦିର ଅଭିମୁଖେ ଶ୍ରଦ୍ଧାଳୁଙ୍କ ନିଶାନ ପଦଯାତ୍ରା ହୋଇଥିଲା। ପଦଯାତ୍ରା ପହଞ୍ଚିବା ପରେ ଶ୍ୟାମବାବାଙ୍କ ଅଲୌକିକ ଶୃଙ୍ଗାର ହୋଇଥିଲା। ସେହିପରି ଅପରାହ୍ନରେ ଫଗୁଖେଳ ହୋଇଥିବା ବେଳେ ରାତ୍ରିରେ ଶତାଧିକ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଭଜନ କାର୍ଯ୍ୟକ୍ରମ ଚାଲିଥିଲା । ଖବର ପାଇ ଭଟଲି ତହସିଲଦାର ପ୍ରଶାନ୍ତ ମହାପାତ୍ର, ଅତିରିକ୍ତ ତହସିଲଦାର ରାମକୃଷ୍ଣ ମିଶ୍ର, ଥାନା ଅଧିକାରୀ ରଞ୍ଜିତ ନାୟକ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି କାର୍ଯ୍ୟକ୍ରମକୁ ବନ୍ଦ କରିବା ସହିତ ମନ୍ଦିର କମିଟିକୁ ଜୋରିମାନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri