Posted inଜାତୀୟ

କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ତୁରନ୍ତ କର

ନୂଆଦିଲ୍ଲୀ,୫।୨ କୋଭିଡ୍‌ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କାର୍ଯ୍ୟ ତ୍ୱରାନ୍ବିତ କରିବା ଲାଗି ନୋଡାଲ ଅଫିସର ନିଯୁକ୍ତ କରିବାକୁ ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟାକୁ ଶୀଘ୍ର କରାଇବାରେ ନୋଡାଲ ଅଫିସରମାନେ ରାଜ୍ୟର ଆଇନସେବା କର୍ତ୍ତୃପକ୍ଷ (ଏସ୍‌ଏଲ୍‌ଏସ୍‌ଏ)ର ସଦସ୍ୟ ସଚିବଙ୍କ ସହ ସମନ୍ବୟ ରଖି କାର୍ଯ୍ୟ କରିବାକୁ କୁହାଯାଇଛି। ସମ୍ପୃକ୍ତ ଏସ୍‌ଏଲ୍‌ଏସ୍‌ଏକୁ ରାଜ୍ୟ ସରକାର ସପ୍ତାହେ ମଧ୍ୟରେ ମୃତକଙ୍କ ସବିଶେଷ ତଥ୍ୟ ଓ ମୃତ୍ୟୁ ପ୍ରମାଣପତ୍ର ଯୋଗାଇଦେବା ସହ ମୃତକଙ୍କ ଅନାଥ ପିଲାଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ବି.ଭି. ନାଗରତ୍ନଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଉଲ୍ଲଂଘନ ହେଲେ ଏହାକୁ ଗମ୍ଭୀରତାର ସହ ନିଆଯିବ ବୋଲି ଖଣ୍ଡପୀଠ କହିଛନ୍ତି।
ମୃତକଙ୍କ ଅନାଥ ପିଲାଙ୍କୁ କ୍ଷତିପୂରଣ ସହାୟତା ଯୋଗାଇଦେବା ଜନମଙ୍ଗଳ ରାଜ୍ୟର ଶେଷ ଲକ୍ଷ୍ୟ ହୋଇଥିବାରୁ ବୈଷୟିକ ତ୍ରୁଟି ଦର୍ଶାଇ କୌଣସି କ୍ଷତିପୂରଣ ଆବେଦନକୁ ଖାରଜ କରାଯିବା ଉଚିତ ନୁହେଁ। ଏଥିପାଇଁ ଆବେଦନ ପତ୍ରରେ ସଂଶୋଧନ କରିବା ଲାଗି ଆବେଦନକାରୀଙ୍କୁ ସୁଯୋଗ ଦେବାକୁ ଖଣ୍ଡପୀଠ କହିଛନ୍ତି। ଆବେଦନ ଗ୍ରହଣର ୧୦ ଦିନ ମଧ୍ୟରେ କ୍ଷତିପୂରଣ ଅର୍ଥ ପ୍ରଦାନ କରିବା ଦିଗରେ ସରକାର ସମସ୍ତ ପଦକ୍ଷେପ ନେବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri