Posted inଜାତୀୟ

ଚିନ୍ତା ବଢାଇଲାଣି କରୋନା: କର୍ନାଟକରେ ଗଲା ଜଣଙ୍କ ଜୀବନ

ବେଙ୍ଗାଲୁରୁ,୨୦।୧୨: କର୍ନାଟକରେ କରୋନାର ନୂଆ ଭାରିଆଣ୍ଟ ଜେଏନ୍‌. ୧ ଚିନ୍ତା ବଢାଇଦେଇଛି। ଏଠାରେ କରୋନା କାରଣରୁ ଜଣେ ୬୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂତ୍ରରୁ ପ୍ରକାଶ ଯେ, ତାଙ୍କ ରକ୍ତ ନମୁନାକୁ ଯାଞ୍ଚ ପାଇଁ ଲାବୋରେଟୋରୀକୁ ପଠାଯାଇଛି। ଯାହା ଫଳରେ ସେହି ବ୍ୟକ୍ତି ଜଣଙ୍କ କରୋନାର କେଉଁ ଭାରିଆଣ୍ଟରେ ସଂକ୍ରମିତ ହୋଇଥିଲେ ତାହା ଜଣାପଡିବ। ତେବେ ନୂଆ ଭାରିଆଣ୍ଟ ହେତୁ ବୃଦ୍ଧଙ୍କର ମୃତ୍ୟୁ ହୋଇଛି କି ନାହିଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?