ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍‌। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା-ମୟୂରଭଞ୍ଜ-ସୁନ୍ଦରଗଡ଼ ଜିଲାରୁ ୨ଜଣ ଲେଖାଏ ରହିଛନ୍ତି। ସେହିପରି ଅନୁଗୋଳ-ବାଲେଶ୍ୱର-ବରଗଡ଼-ଭଦ୍ରକ-ଗଜପତି-ଝାରସୁଗୁଡ଼ା-କନ୍ଧମାଳ-ପୁରୀ- ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri