ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍‌। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା-ମୟୂରଭଞ୍ଜ-ସୁନ୍ଦରଗଡ଼ ଜିଲାରୁ ୨ଜଣ ଲେଖାଏ ରହିଛନ୍ତି। ସେହିପରି ଅନୁଗୋଳ-ବାଲେଶ୍ୱର-ବରଗଡ଼-ଭଦ୍ରକ-ଗଜପତି-ଝାରସୁଗୁଡ଼ା-କନ୍ଧମାଳ-ପୁରୀ- ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri