ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ତେବେ ମୃତ୍ୟୁବରଣ କରିଥିବା ୧୨ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୫ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪, ଗଞ୍ଜାମରୁ ୧, ନୂଆପଡ଼ାରୁ ୧ ଏବଂ କେନ୍ଦୁଝରରୁ ୧ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri