ଏମ୍‌କେସିଜି ଶିଶୁରୋଗ ଚିକିତ୍ସା ୱାର୍ଡରେ ଖୋଲିବ କୋଭିଡ୍‌ ହେଲ୍‌ଥ ସେଣ୍ଟର

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏମାନଙ୍କ ଚିକିତ୍ସା ପାଇଁ ଅତିରିକ୍ତ କୋଭିଡ୍‌ ହସ୍ପିଟାଲ ଓ ସ୍ବାସ୍ଥ୍ୟ ସେଣ୍ଟରର ଆବଶ୍ୟକତା ପଡୁଛି। ତେଣୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ଶିଶୁରୋଗ ଚିକିତ୍ସା ୱାର୍ଡରେ ୧୫୦ ଶର୍ଯ୍ୟା ବିଶିଷ୍ଟ କୋଭିଡ୍‌ ହେଲ୍‌ଥ ସେଣ୍ଟର ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ । ଏଥିରେ ୨୦ଟି ଆଇସିୟୁ ସହ ଅକ୍ସିଜେନ ରହିତ ବେଡ଼୍‌ ରହିବ। ଏହାର କାର୍ଯ୍ୟ ଜୋର୍‌ଦାରରେ ଚାଲୁ ରହିଛି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ପରିଦର୍ଶନ କରିଥିଲେ। ପରେ ସେ ଏ ନେଇ ଟୁଇଟ୍‌କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri