ଏମ୍‌କେସିଜି ଶିଶୁରୋଗ ଚିକିତ୍ସା ୱାର୍ଡରେ ଖୋଲିବ କୋଭିଡ୍‌ ହେଲ୍‌ଥ ସେଣ୍ଟର

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏମାନଙ୍କ ଚିକିତ୍ସା ପାଇଁ ଅତିରିକ୍ତ କୋଭିଡ୍‌ ହସ୍ପିଟାଲ ଓ ସ୍ବାସ୍ଥ୍ୟ ସେଣ୍ଟରର ଆବଶ୍ୟକତା ପଡୁଛି। ତେଣୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ଶିଶୁରୋଗ ଚିକିତ୍ସା ୱାର୍ଡରେ ୧୫୦ ଶର୍ଯ୍ୟା ବିଶିଷ୍ଟ କୋଭିଡ୍‌ ହେଲ୍‌ଥ ସେଣ୍ଟର ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ । ଏଥିରେ ୨୦ଟି ଆଇସିୟୁ ସହ ଅକ୍ସିଜେନ ରହିତ ବେଡ଼୍‌ ରହିବ। ଏହାର କାର୍ଯ୍ୟ ଜୋର୍‌ଦାରରେ ଚାଲୁ ରହିଛି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ପରିଦର୍ଶନ କରିଥିଲେ। ପରେ ସେ ଏ ନେଇ ଟୁଇଟ୍‌କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ...

୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି...

ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌...

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ...

ଅଗ୍ନି ବିପନ୍ନଙ୍କୁ ମିଳୁନି ସହାୟତା: ଗୋଟିଏ ଘରେ ଗାଈ-ମଣିଷ

ନାଉଗାଁ,୧୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଭାସିଆକୁଦ ଗ୍ରାମର ବଟକୃଷ୍ଣ ଜେନା। ପରିବାର କହିଲେ ସ୍ତ୍ରୀ, ପିଲାଛୁଆ ଓ ଭାଇ କେଦାର, ଭାଉଜ ଓ ସେମାନଙ୍କ...

ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି।...

୧୦ ଦିନରେ ଚେନ୍ନାଇରୁ ମୟୂରଭଞ୍ଜ

ବିଶୋଇ,୨୩ା୫(ଡି.ଏନ୍‌.ଏ.)-କରୋନା ଯୋଗୁ ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ହୋଇଥିବାବେଳେ ଏଥିରେ ନିଜର ପରିବାର ପୋଷଣ ନିମନ୍ତେ ବାହାର ରାଜ୍ୟକୁ ଯାଇଥିବା ପ୍ରବାସୀ ଓଡିଆଙ୍କୁ...

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ...

Advertisement


Archives

Model This Week

Why Dharitri