Posted inଖେଳ

ଆଇପିଏଲ୍‌ରେ ବଡ଼ ଝଟ୍‌କା: ସ୍ଥଗିତ ହୋଇପାରେ ଆଜିର ମ୍ୟାଚ୍‌

ନୂଆଦିଲ୍ଲୀ,୩।୫: ଆଜି ଖେଳାଯିବାକୁ ଥିବା କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲର ୩୦ତମ ମ୍ୟାଚ ସ୍ଥଗିତ ହୋଇପାରେ। କେକେଆରର ଅନେକ ଖେଳାଳି ଜ୍ୱରରେ ପୀଡିତ ଅଛନ୍ତି। ଦୁଇ ଖେଳାଳିଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପାଟ କମିନ୍ସଙ୍କ ସମେତ କୋଲକାତା ଦଳର ଅନେକ ଖେଳାଳି ଏବଂ ସହାୟକ କର୍ମଚାରୀ ଅସୁସ୍ଥ ଅଛନ୍ତି। ଏହି କାରଣରୁ, ଆରସିବି ବିପକ୍ଷ ମ୍ୟାଚକୁ ସ୍ଥଗିତ ରଖାଯିବାର ସମ୍ଭାବନା ସୃଷ୍ଟି ହୋଇଛି।
ଏହି ସିଜିନରେ କୋଲକାତାର ପ୍ରଦର୍ଶନ ଭଲନାହିଁ। ପଏଣ୍ଟ ଟେବୁଲରେ ଦଳ ସପ୍ତମ ସ୍ଥାନରେ ରହିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ୭ଟି ମ୍ୟାଚ ମଧ୍ୟରୁ କେକେଆର କେବଳ ଦୁଇଟି ଜିତିଥିବାବେଳେ ପାଞ୍ଚଟିରେ ପରାଜୟର ସମ୍ମୁଖୀନ ହୋଇଛି। ଦଳ ଗତ ଚାରିଟି ମ୍ୟାଚ ମଧ୍ୟରୁ ୩ଟି ହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri