Posted inଜାତୀୟ

ଦିଲ୍ଲୀ, ମୁମ୍ବାଇ, କେରଳରେ ବଢ଼ୁଛି କୋଭିଡ୍‌ ସଂକ୍ରମଣ: ଅକ୍ସିଜେନ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୫: ଦିଲ୍ଲୀ, ମହରାଷ୍ଟ୍ର, କେରଳ, ତାମିଲନାଡ଼ୁ ଏବଂ କର୍ନାଟକରେ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

୩ ବର୍ଷ ପରେ ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀରେ ୨୩ ଜଣ କୋଭିଡ୍‌ ସଂକ୍ରମିତ ହୋଇଛନ୍ତି। କେରଳରେ ଚଳିତ ମାସରେ ସର୍ବାଧିକ ୨୭୩ ଜଣ କୋଭିଡ୍‌ ସଂକ୍ରମିତ ହୋଇଥିବାରୁ ସବୁ ଜିଲାକୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କାଶ ହେଲେ ମାସ୍କ ବ୍ୟବହାର କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ସେହିପରି କର୍ନାଟକରେ ୯ ମାସର ଶିଶୁ ସମେତ ୩୫ଟି କୋଭିଡ୍‌ ମାମଲା ଚିହ୍ନଟ ହୋଇଛି। ଶ୍ୱାସଜନିତ ସମସ୍ୟା ଥିବା ଲୋକମାନଙ୍କୁ କୋଭିଡ୍‌ ପରୀକ୍ଷା କରିବା ପାଇଁ କୁହାଯାଉଛି। ଚଳିତ ମାସରେ ମୁମ୍ବାଇରେ ୯୫ ଏବଂ ଠାଣେରେ ୧୦ ମାମଲା ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ୱାସଜନିତ ରୋଗ ଲକ୍ଷଣ ଥିବା ସମସ୍ତଙ୍କ କୋଭିଡ୍‌ ପରୀକ୍ଷା କରାଇବାକୁ ବ୍ରିହନ୍‌ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପରାମର୍ଶ ଦେଇଛି। କୋଭିଡ୍‌ର ଜେଏନ୍‌.୧ ଭାରିଆଣ୍ଟ ପାଇଁ ଦକ୍ଷିଣ ଏସିଆରେ ସଂକ୍ରମଣ ବଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri