Posted inଜାତୀୟ

ଦିଲ୍ଲୀ, ମୁମ୍ବାଇ, କେରଳରେ ବଢ଼ୁଛି କୋଭିଡ୍‌ ସଂକ୍ରମଣ: ଅକ୍ସିଜେନ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୫: ଦିଲ୍ଲୀ, ମହରାଷ୍ଟ୍ର, କେରଳ, ତାମିଲନାଡ଼ୁ ଏବଂ କର୍ନାଟକରେ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

୩ ବର୍ଷ ପରେ ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀରେ ୨୩ ଜଣ କୋଭିଡ୍‌ ସଂକ୍ରମିତ ହୋଇଛନ୍ତି। କେରଳରେ ଚଳିତ ମାସରେ ସର୍ବାଧିକ ୨୭୩ ଜଣ କୋଭିଡ୍‌ ସଂକ୍ରମିତ ହୋଇଥିବାରୁ ସବୁ ଜିଲାକୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କାଶ ହେଲେ ମାସ୍କ ବ୍ୟବହାର କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ସେହିପରି କର୍ନାଟକରେ ୯ ମାସର ଶିଶୁ ସମେତ ୩୫ଟି କୋଭିଡ୍‌ ମାମଲା ଚିହ୍ନଟ ହୋଇଛି। ଶ୍ୱାସଜନିତ ସମସ୍ୟା ଥିବା ଲୋକମାନଙ୍କୁ କୋଭିଡ୍‌ ପରୀକ୍ଷା କରିବା ପାଇଁ କୁହାଯାଉଛି। ଚଳିତ ମାସରେ ମୁମ୍ବାଇରେ ୯୫ ଏବଂ ଠାଣେରେ ୧୦ ମାମଲା ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ୱାସଜନିତ ରୋଗ ଲକ୍ଷଣ ଥିବା ସମସ୍ତଙ୍କ କୋଭିଡ୍‌ ପରୀକ୍ଷା କରାଇବାକୁ ବ୍ରିହନ୍‌ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପରାମର୍ଶ ଦେଇଛି। କୋଭିଡ୍‌ର ଜେଏନ୍‌.୧ ଭାରିଆଣ୍ଟ ପାଇଁ ଦକ୍ଷିଣ ଏସିଆରେ ସଂକ୍ରମଣ ବଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri