ଚାଇନାରେ କରୋନା ଆତଙ୍କ: ଚିକିତ୍ସା ନ ପାଇ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା

ବେଜିଂ,୧୨।୧: ଚାଇନାରେ କରୋନା ଭୟଙ୍କ ରୂପ ନେବାରେ ଲାଗିଛି। ଖାସ୍‌ କରି ଗ୍ରାମୀଣ ଅଞ୍ଚଳରେ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଜୀବନକାଳ ମଧ୍ୟରେ ଏଭଳି ସ୍ଥିତି କେବେ ଦେଖି ନ ଥିବା କେତେଜଣ ଡାକ୍ତର ପ୍ରକାଶ କରିଛନ୍ତି।

ଡାକ୍ତରଙ୍କ କହିବା ମୁତାବକ, ନଭେମ୍ବରରେ ପ୍ରାୟ ୧୦୦ ରୋଗୀ ହସ୍ପିଟାଲ ଆସୁଥିଲେ। ହେଲେ ଡିସେମ୍ବରରେ ଏହା ବୃଦ୍ଧି ପାଇ ୩ ଗୁଣା ରୋଗୀ ହସ୍ପିଟାଲ ଆସୁଥିବା ପ୍ରକାଶ କରିଛନ୍ତି। ସଂକ୍ରମଣ ବ୍ୟାପିବାରୁ ଗ୍ରାମାଞ୍ଚଳରେ ଚିକିତ୍ସା ବ୍ୟବସ୍ଥାରେ ସମସ୍ୟା ଦେଖାଦେଇଛି। ଏପରିକି ଚିକିତ୍ସା ସାମଗ୍ରୀ ନ ମିଳିବାରୁ ହସ୍ପିଟାଲଗୁଡିକୁ ବନ୍ଦ କରିବାକୁ ପଡୁଛି। ଏପରିକି ଗ୍ରାମୀଣ ଅଞ୍ଚଳର ବୟସ୍କ ଏବଂ ଶିଶୁମାନେ ଜଟିଳ ସ୍ଥିତିର ସମ୍ମୁଖୀନ ହେଉଛନ୍ତି। ଫଳରେ ବହୁ ବୟସ୍କ ବ୍ୟକ୍ତି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଥିବା ଜଣାପଡିଛି। କେତେଜଣ ବୟସ୍କ ବ୍ୟକ୍ତି କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ତଥ୍ୟ ସାମ୍ନାକୁ ଆସିଛି। ହେଲେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri