Posted inଜାତୀୟ

ଦିବ୍ୟାଙ୍ଗ, ଚାଲିବାକୁ ଅକ୍ଷମ ଥିବା ଲୋକଙ୍କୁ ଘରେ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୨୪ ।୯: କରୋନା ମହାମାରୀକୁ ହରାଇବା ପାଇଁ ସାରା ବିଶ୍ୱରେ ଚାଲିଛି ଟିକାକରଣ ଅଭିଯାନ । ହେଲେ ଦିବ୍ୟାଙ୍ଗ ଓ ଚାଲି ପାରୁ ନ ଥିବା ଲୋକେ କରୋନା ଟିକା ନେବାରେ ସାମନ୍ୟ ଅସୁବିଧା ପରିଲକ୍ଷିତ ହେଉଛି । ଏହାକୁ ଦେଖି ଏବେ କେନ୍ଦ୍ର ସରକାର କହିଛନ୍ତି ଦିବ୍ୟାଙ୍ଗ ଓ ଚାଲି ନ ପାରୁଥିବା ଲୋକଙ୍କୁ ଘରେ କରୋନା ଟିକା ଦିଆଯିବ । ସୂଚନାଯୋଗ୍ୟ, ଏହା ପୂର୍ବରୁ କିଛି ଅଞ୍ଚଳରେ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କରୋନା ଟିକା ଦେଉଥିଲେ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, କରୋନାର ଦ୍ୱିତୀୟ ଲହର ଏବେ ପର୍ଯ୍ୟନ୍ତ ଶେଷ ହୋଇନାହିଁ । ତେଣୁ ଏବେବି ଆମକୁ କରୋନାର ସମସ୍ତ କଟକଣାକୁ ମାନିବାକୁ ପଡିବ । ଏମିତି ହେଲେ ତୃତୀୟ ଲହରଠାରୁ ଆମେ ସହଜରେ ଦୂରେଇ ପାରିବା ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri