କେନ୍ଦୁଝରରେ କୋଭିଡ୍‌ ନିୟମ ଉଲ୍ଲଂଘନ: ନର୍ସ ଚାକିରି ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭିଡ଼

କେନ୍ଦୁଝର, ୨୮।୭ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ କୋଭିଡ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଛି। ମେଡିକାଲ ଭିତରକୁ ପ୍ରବେଶ କରୁଥିବା ଲୋକଙ୍କ ତାପମାତ୍ରା ରେକର୍ଡ କରିବା ସହ ଆବଶ୍ୟକତା ନ ଥିଲେ ସମସ୍ତଙ୍କୁ ଭିତରକୁ ଛଡ଼ାଯାଉ ନାହିଁ। ତେବେ ମଙ୍ଗଳବାର ମେଡିକାଲରେ ହଜାର ହଜାର ସଂଖ୍ୟାରେ ଲୋକ ପ୍ରବେଶ କରିବା ଓ ସମସ୍ତ କୋଭିଡ୍‌ ନିୟମକୁ ଉଲ୍ଲଂଘନ କରିଛନ୍ତି। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ତେବେ ନର୍ସ ଚାକିରି ପାଇଁ ସାକ୍ଷାତକାର ନିମନ୍ତେ ଭିଡ ଜମିଥିବା ଜଣାପଡ଼ିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକେ ଆସିଥିବାରୁ କରୋନା ସଂକ୍ରମଣ ଆଶଙ୍କାକରି ଡାକ୍ତରଖାନା କର୍ମଚାରୀ, ଡାକ୍ତର, ରୋଗୀ ତଥା ସେମାନଙ୍କ ସମର୍କୀୟମାନେ ଭୟଭୀତ ହୋଇପଡିଛନ୍ତି। ଅନେକ ମାସ୍କ ପିନ୍ଧି ନ ଥିଲାବେଳେ କେତେକ ଛୋଟ ଛୋଟ ପିଲାଙ୍କୁ ଧରି ଆସିଥିବା ମଧ୍ୟ ଦେଖିବାକୁ ମିଳିଛି। ଏଭଳି ସାକ୍ଷାତକାର ମେଡିକାଲ ବାହାରେ ଆୟୋଜନ ନ କରି କିପରି ସମ୍ବେଦନଶୀଳ ମେଡିକାଲ ପରିସରରେ କରାଗଲା ତାହାକୁ ନେଇ ଅନେକ ପ୍ରଶ୍ନ ଉଠୁଛି। ତେବେ ଖବର ପାଇବା ପରେ ଜିଲାପାଳ ଆଶୀଷ ଥାକ୍‌ରେ ତୁରନ୍ତ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ପୋଲିସକୁ ଜଣାଇଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri