‘ମୋ ସରକାର’ରେ ସାମିଲ ହେବ କୋଭିଡ୍‌ ପରିଚାଳନା, ମାସ୍କ ନ ପିନ୍ଧିଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): କୋଭିଡ ପରିଚାଳନା ‘ମୋ ସରକାର’ ଅଧୀନରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଭିଡିଓ କନଫରେନ୍ସିଂରେ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ‘ମୋ ସରକାର’ ଅଧୀନରେ କୋଭିଡ ପରିଚାଳନା ସାମିଲ କରାଗଲେ ରୋଗୀ ଏବଂ ସାଧାରଣ ଲୋକମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ରୋଗୀ ଏବଂ ଲୋକଙ୍କଠାରୁ ମତାମତ ଆସିଲେ ହିଁ ବ୍ୟବସ୍ଥାରେ ଅଧିକ ଉନ୍ନତି ଆସିପାରିବ। ରୋଗୀ ଏବଂ କୋଭିଡ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମାସ୍କ ପିନ୍ଧିବା ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମାସ୍କ ନ ପିନ୍ଧି ନ ଥିବା ଲୋକଙ୍କ ପ୍ରତି କଠୋର କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri