ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କୁ ବିରୋଧ କଲେ କୋଭିଡ୍‌ ପାରାମେଡିକାଲ ଷ୍ଟାଫ୍‌

ବଲାଙ୍ଗୀର ଅଫିସ,୪ା୮: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ରାଜ୍ୟସ୍ତରୀୟ ଟିମ୍‌କୁ ବଲାଙ୍ଗୀର ଛଟେଇ ହୋଇଥିବା କୋଭିଡ୍‌ ପାରାମେଡିକାଲ ଷ୍ଟାଫ୍‌ ଜୋରଦାର୍‌ ବିରୋଧ କରିଛନ୍ତି। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସର ଭିତରେ ନାରାବାଜି କରି ବିରୋଧ କରିଥିଲେ। କରୋନା ସ଼ଂକ୍ରମଣ ବଢ଼ିଲେ ଚାକିରିରେ ରଖୁଛନ୍ତି, ସଂକ୍ରମଣ କମିଲେ ଛଟେଇ କରୁଥିବା ପ୍ରତିବାଦରେ ଏହି ଟିମ୍‌କୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ...

ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨...

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ଜିଲାରେ ବେଆଇନ ଗୋଚାଲାଣ ବନ୍ଦ ଦାବି: ଏସ୍‌ପିଙ୍କୁ ସାକ୍ଷାତ କଲେ ଏମ୍‌ପି, ବିଧାୟକ

ବାରିପଦା ଅଫିସ,୧୪ା୧୦- ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ସୀମାବର୍ତ୍ତୀ ଜିଲା ହେଉଛି ମୟୂରଭଞ୍ଜ। ଏଠାରେ ପ୍ରତିଦିନ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ଏହି ଘଟଣାରେ ଜିଲା...

ଆନ୍ଧ୍ରରୁ ରେଳ ଲାଇନ୍‌ରେ ଚାଲି ଚାଲି ଗାଁକୁ ଫେରିଲେ ୪ ଦାଦନ ଶ୍ରମିକ

କଣ୍ଟାବାଞ୍ଜି, ୧୬।୪(ଡି.ଏନ.ଏ.)- କରୋନା ମହାମାରର ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଲକ୍‌ ଡାଉନ ରହିଛି। ଏଣୁ ଟ୍ରେନ୍‌ ସହ ଯାନବାହାନ ବନ୍ଦ ରହିଛି। ହେଲେ...

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ...

ଜୟପୁରରେ ପ୍ରତିଷ୍ଠା ହେବ ସ୍ବତନ୍ତ୍ର ଜେଲ

ଜୟପୁର,୮ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରରେ ସ୍ବତନ୍ତ୍ର ଜେଲ ପ୍ରତିଷ୍ଠା ଦାବି ଦୀର୍ଘଦିନରୁ ହୋଇଆସୁଛି। ଏଥିପାଇଁ ଜେଲ ଏଡିଜି ମହେନ୍ଦ୍ର ପ୍ରତାପ ଗତ ୫ ତାରିଖରେ ଜେଲ୍‌...

Advertisement


Archives

Model This Week