ବଢ଼ିବାରେ ଲାଗିଛି କୋଭିଡ୍‌ ପଜିଟିଭ୍‌ ହାର; ଆଜି କେନ୍ଦୁଝରରୁ ସର୍ବାଧିକ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପଜିଟିଭ୍‌ ହାର ଧିରେ ଧିରେ ବଢ଼ିବାରେ ଲାଗିଛି। ରବିିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନାନୁଯାୟୀ, ଚିହ୍ନଟ ୨୩ ଆକ୍ରାନ୍ତଙ୍କ ମଧ୍ୟରେ ୧୯ ପୁରୁଷ ଓ ୪ ମହିଳା ଅଛନ୍ତି। ଚିହ୍ନଟ ୨୩ଙ୍କ ବୟସ ୮ରୁ ୮୩ ବର୍ଷ ମଧ୍ୟରେ। କେନ୍ଦୁଝର ଜିଲାରୁ ସର୍ବାଧିକ ୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫ଲକ୍ଷ ଠକେଇ କରି ଧରାପଡ଼ିଲେ ନାରୀନେତ୍ରୀ

ଝାରସୁଗୁଡ଼ା ଅଫିସ,୧୧।୭: ଝାରସୁଗୁଡ଼ା ଜିଲାରେ ସମାଜ ସେବିକା ମହିଳା ସଙ୍ଗଠନ ନାମରେ ମହିଳାଙ୍କୁ ୩୫ଲକ୍ଷ ଟଙ୍କାର ଚୂନା ଲଗାଇଛନ୍ତି। ଅଭିଯୁକ୍ତା ନାରୀନେତ୍ରୀଙ୍କୁ ଗିରଫ କରି ପୋଲିସ...

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ...

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଆଜି ଭିଜିବ ୧୦ ଜିଲା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ...

ସନ୍ଧ୍ୟା ୬ଟା ପରେ ବଜାର ବନ୍ଦ ହେଉ

ଭୁବନେଶ୍ୱର,୨୪ା୯(ବ୍ୟୁରୋ)/ କଟକ ଅଫିସ: ବର୍ତ୍ତମାନ ଦ୍ୱେତନଗରୀ କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି। ଲୋକେ ନିୟମ ଉଲ୍ଲଂଘନ କରୁଥିବାରୁ ଏ ପରିସ୍ଥିତି ଉପୁଜୁଛି।...

ବିଧାନସଭା ବନ୍ଦ ଆଶଙ୍କା କରି ସ୍ପଷ୍ଟୀକରଣ ଲୋଡିଲେ ବିରୋଧୀ ଦଳର ନେତା

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ନଭେମ୍ବର ୧୩ ତାରିଖରୁ ଷୋଡଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଇତିମଧ୍ୟରେ ଗୃହରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ମଧ୍ୟ...

ମାସ୍କ ଚେକିଂ ବେଳେ ୧.୩୦ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି।...

ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍‌ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ...

Advertisement
Archives

Model This Week