Posted inଜାତୀୟ

ଲିଭୁନି ଜୁଇ,ବଢିଚାଲିଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୯ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୭୨ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୧୯,୫୨,୭୧୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪୦,୦୧୭,୭୦୮୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୪୩୫,୫୩୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୦୦,୦୮୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri