ଦିଲ୍ଲୀରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ: ବିଳମ୍ବିତ ରାତି ଯାଏ ଖୋଲିବ ରେଷ୍ଟୁରାଣ୍ଟ-ଦୋକାନ

ନୂଆଦିଲ୍ଲୀ,୨୫।୨: କରୋନାର ତୃତୀୟ ଲହର ମଧ୍ୟରେ ସାରାଦେଶରେ ଏବେ ସଂକ୍ରମଣ ମାମଲା ପୂର୍ବାପେକ୍ଷା ବହୁତ କମିବାରେ ଲାଗିଛି। ଲଗାତର ନୂଆ କରୋନା ମାମଲା ଓ ଆକ୍ଟିଭ ମାମଲା ହ୍ରାସ ପାଇବାରୁ ରାଜ୍ୟରେ ଲାଗୁ ହୋଇଥିବା କୋଭିଡ ପ୍ରତିବନ୍ଧକକୁ କୋହଳ କରାଯାଇଛି। ଇତିମଧ୍ୟରେ ଦିଲ୍ଲୀରେ ରାତ୍ରିକାଳୀନ କର୍ଫ୍ୟୁକୁ ହଟାଇ ଦିଆଯାଇଛି। ଏହି ନିଷ୍ପତ୍ତି ପରେ ଏବେ ଦିଲ୍ଲୀରେ ଲୋକମାନେ ବିଳମ୍ବିତ ରାତି ଯାଏ ରେଷ୍ଟୁରାଣ୍ଟ ଓ ଦୋକାନ ଖୋଲିପାରିବେ। ଏନେଇ ଶୁକ୍ରବାର ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ରାତ୍ରିକାଳୀନ କର୍ଫ୍ୟୁ ସହିତ ଦିଲ୍ଲୀରେ ଅନେକ ପ୍ରତିବନ୍ଧକଗୁଡ଼ିକ ମଧ୍ୟ କୋହଳ କରାଯାଇଛି। ରାଜ୍ୟରେ ମାସ୍କ ନ ପିନ୍ଧିବା ଉପରେ ପୂର୍ବରୁ ଲଗାଯାଇଥିବା ଜରିମାନାକୁ ମଧ୍ୟ କମ୍‌ କରିଦିଆଯାଇଛି। ଏତଦ୍‌ ବ୍ୟତୀତ ବିନା ପ୍ରତିବନ୍ଧକରେ ଲୋକମାନେ ଠିଆ ହୋଇ ବସ୍‌ ଓ ମେଟ୍ରୋରେ ଯାତ୍ରା କରିପାରିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri