ଚାଇନାରେ ବେକାବୁ କରୋନା

ବେଜିଂ,୧୫।୪: କରୋନା ମହାମାରୀର ଏନ୍ତୁଡ଼ିଶାଳ କୁହାଯାଉଥିବା ଚାଇନାରେ ଏବେ କୋଭିଡ ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଚାଇନାର ଆର୍ଥିକ ରାଜ୍ୟ କୁହାଯାଉଥିବା ସାଂଘାଇରେ କରୋନା ବେକାବୁ ହେବାରେ ଲାଗିଛି। ଗୁରୁବାର ସାଂଘାଇରେ ୨୭ହଜାରରୁ ଊର୍ଦ୍ଧ୍ୱ ରେକର୍ଡ ସଂଖ୍ୟକ କରୋନା ମାମଲା ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୨୫ହଜାରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କ କୌଣସି ଲକ୍ଷଣ ନ ଥିବା ଜଣାପଡ଼ିଛି। ଅନ୍ୟପଟେ କରୋନା ଯୋଗୁ ସାଂଘାଇରେ କଠୋର ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ପ୍ରାୟ ଅଢ଼େଇ କୋଟି ଜନସଂଖ୍ୟା ଏବେ ଘରେ ବନ୍ଦ ଅଛନ୍ତି। ଲକ୍‌ଡାଉନ ପରେ ଏଠାରେ କରୋନା ମାମଲା ହ୍ରାସ ପାଉନାହିଁ। ପରିସ୍ଥିତି ଏଭଳି ହୋଇଛି ଯେ, କରୋନା ଆକ୍ରାନ୍ତଙ୍କୁ ରଖିବା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସ୍ଥାନ ମଧ୍ୟ ବାକି ନାହିଁ। ଫଳରେ ସ୍କୁଲ ଓ ଅଫିସକୁ ଏବେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିବର୍ତ୍ତନ କରାଯାଇଛି। ଅନ୍ୟପଟେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଖାଦ୍ୟାଭାବ ଦେଖାଦେଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପର୍ଯ୍ୟାପ୍ତ ପରିମାଣରେ ଆକ୍ରାନ୍ତଙ୍କୁ ଖାଦ୍ୟ ଯୋଗାଇ ହେଉ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri