Posted inଜାତୀୟ

ଆସନ୍ତା ୪ ସପ୍ତାହ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ, ୬ା୪- ବିଭିନ୍ନ ରାଜ୍ୟରେ ମାଢ଼ି ଚାଲିଛି କରୋନା। ବର୍ତ୍ତମାନ ସ୍ଥିତି ଧିରେ ଧିରେ ଗମ୍ଭୀର ହେବାରେ ଲାଗିଛି। ଆସନ୍ତା ୪ ସପ୍ତାହ ଦେଶ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ର ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ହୋଇଛନ୍ତି ନୂଆ ୯୭ ହଜାର ଆକ୍ରାନ୍ତ।

ଏକ ଖବରଦାତ ସମ୍ମିଳନୀରେ ନୀତି ଆୟୋଗ ସଦସ୍ୟ ଡ. ଭି. କେ. ପଲ କହିଛନ୍ତି, ଗତ ଥର ଅପେକ୍ଷା କରୋନାର ଚଳିତ ଲହର ଦ୍ରୁତ ଗତିରେ ବ୍ୟାପୁଛି। କିଛି ରାଜ୍ୟରେ ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ। କିନ୍ତୁ ପୂରା ଦେଶରେ ବଢ଼ିବାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶ ପାଇଁ ଆସନ୍ତା ୪ ସପ୍ତାହ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। କୋଭିଡ୍‌ର ଦ୍ୱିତୀୟ ଲହରକୁ ନିୟନ୍ତ୍ରଣ କରିବାକୁ ହେଲେ ଦେଶବାସୀଙ୍କୁ ସକ୍ରିୟ ଅଂଶଗ୍ରହଣ କରିବାକୁ ପଡ଼ିବ। ମହାମାରୀ ସହ ଲଢ଼ିବା ପାଇଁ ଏବେ ମଧ୍ୟ ଉପକରଣ ସମାନ। କୋଭିଡ୍‌ ପାଇଁ ଉପଯୁକ୍ତ ଆଚାରଣ, କଣ୍ଟେନମେଣ୍ଟ ଜୋନ, ଅଧିକରୁ ଅଧିକ ଟେଷ୍ଟିଂ କରାଯିବା ଦରକାର, ମେଡିକାଲ ଭିତ୍ତିଭୂମୀ ବ୍ୟାପକ ଓ ଟିକା କରଣ ପ୍ରକ୍ରିୟା ବୃଦ୍ଧି କରାଯିବାର ଆବଶ୍ୟକତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri