ବିଦେଶରୁ ଆସୁଥିବା ୧୨ ବର୍ଷରୁ କମ ବୟସର ପିଲାଙ୍କର ବିମାନ ବନ୍ଦରରେ କରୋନା ଟେଷ୍ଟ ଅନିର୍ବାର୍ଯ୍ୟ ନୁହେଁ

ନୂଆଦିଲ୍ଲୀ,୩୧ ।୧୨: ଚାଇନାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶ ସଜାଗ ହୋଇଯାଇଛନ୍ତି । ଆମ ଦେଶରେ ମଧ୍ୟ କରୋନାକୁ ନେଇ ଗାଇଡଲାଇନ ଜାରି କରାଗଲାଣି । କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ବିମାନ ବନ୍ଦରରେ କରୋନା ଟେଷ୍ଟ କରିବାର ବ୍ୟବସ୍ଥା କରାଯାଇଛି । ହେଲେ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ୧୨ ବର୍ଷରୁ କମ୍ ବୟସର ପିଲାମାନେ ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମାନଙ୍କର ବିମାନ ବନ୍ଦରରେ କରୋନା ଟେଷ୍ଟ କରିବା ଅନିର୍ବାର୍ଯ୍ୟ ନୁହେଁ । ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ମନ୍ତ୍ରଣାଳୟ ଚାଇନା ସମେତ ୬ଟି ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆରଟିପିସିଆର ଯାଞ୍ଚର ନେଗେଟିଭ ରିପୋର୍ଟ ଅନିର୍ବାର୍ଯ୍ୟ କରିଥିଲା ।
ଶୁକ୍ରବାର ମନ୍ତ୍ରଣାଳୟର ଜଣେ ଅଧିକାରୀ କହିଛନ୍ତି, ଯେଉଁ ପିଲାମାନଙ୍କର ବୟସ ୧୨ ବର୍ଷରୁ କମ ଓ ସେମାନେ ମାତାପିତା ବା ଅନ୍ୟ ଅଭିଭାବକଙ୍କ ସହିତ ବିଦେଶରୁ ଆସୁଛନ୍ତି ବା ବିଦେଶ ଯାଉଛନ୍ତି ସେମାନେ କୌଣସି ପ୍ରକାର ଯାଞ୍ଚରେ ସାମିଲ ହେବା ଅନିର୍ବାର୍ଯ୍ୟ ନୁହେଁ । ଯଦି ପିଲାମାନଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯାଉଛି ତେବେ ବୟସ୍କଙ୍କ ଭଳି ସେମାନଙ୍କ ପାଇଁ ବି ନିୟମ ଲାଗୁ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri