୨୦ରୁ ବିଧାନସଭା ଶୀତ ଅଧିବେଶନ: ପୂର୍ବରୁ ହେବ କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। କରୋନା କଟକଣାକୁ ଦୃଷ୍ଟିରେ ରଖି ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ କୋଭିଡ୍‌ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଏ ନେଇ ବାଚସ୍ପତି କହିଛନ୍ତି, ପୂର୍ବ ଅଧିବେଶନ ଭଳି ଏଥର ମଧ୍ୟ କୋଭିଡ ୍‌ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଥମେ ୧୭, ୧୮, ୧୯ ତାରିଖରେ ସଦସ୍ୟ ଓ ବ୍ୟକ୍ତିଗତ ସଚିବଙ୍କ କୋଭିଡ୍‌ ଟେଷ୍ଟ କରାଯିବ। ଏହାପରେ ବିଧାୟକଙ୍କ ସହାୟକ ଓ ବିଧାନସଭା କର୍ମଚାରୀଙ୍କ ଟେଷ୍ଟ ହେବ। ପରେ ବିଧାୟକଙ୍କ ସହାୟକ ଓ ବିଧାନସଭା କର୍ମଚାରୀଙ୍କ ଟେଷ୍ଟ ହେବ। ବିଧାନସଭା ଯିବାକୁ ଥିବା ଖବରଦାତାଙ୍କର ମଧ୍ୟ କୋଭିଡ୍‌ ଟେଷ୍ଟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri