ମୌସୁମୀ ଅଧିବେଶନ: ୨୯ରୁ ହେବ କୋଭିଡ ପରୀକ୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ତେବେ ମୌସୁମୀ ଅଧିବେଶନ ପୂର୍ବରୁ ଏଥର ବି କୋଭିଡ କଟକଣା ରହିବ। ଏଥିପାଇଁ ଆସନ୍ତା ୨୯ରୁ ଜୁଲାଇ ୧ ତାରିଖ ଯାଏ କୋଭିଡ ପରୀକ୍ଷା ହେବ। ବିଧାୟକ, ବିଧାନସଭା କର୍ମଚାରୀଙ୍କ ସମେତ ସାମ୍ବାଦିକମାନଙ୍କର କୋଭିଡ ପରୀକ୍ଷା କରାଯିବ।
ଚଳିତ ବର୍ଷ ମୌସୁମୀ ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ । ଏହି ଅଧିବେଶନ ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚଲିବ । ଏଥର ଅଧିବେଶନରେ ମୋଟ୍‌ ୨୪ଟି କାର୍ଯ୍ୟ ଦିବସ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?