ବଜେଟ ଅଧିବେଶନ ପୂର୍ବରୁ କରାଯିବ କୋଭଡ ଟେଷ୍ଟ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଆସନ୍ତା ୨୩ରୁ ବସିବ ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ତେବେ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ବୋଲି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି।

ସେ କହିଛନ୍ତି, କୋଭଡ କଟକଣାରେ ଚାଲିବ ବଜେଟ ଅଧିବେଶନ । ପୂର୍ବରୁ ଯେଉଁଭଳି ଭାବେ ଚାଲୁଥିଲା ଏବେ ମଧ୍ୟ ସେହିଭଳି ଚାଲିବ। ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ମନ୍ତ୍ରୀଙ୍କର କୋଭଡ ଟେଷ୍ଟ କରାଯିବ । ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେଲେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚି ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ବାନ୍ଧିଲା ଇଡି। ବେଆଇନ୍‌ ଅର୍ଥ କାରବାର ମାମଲାର ପ୍ରମାଣ ପାଇବା ପରେ...

୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟବହିର୍ଭୂତ...

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ...

ବାଇକ୍‌ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍‌ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ...

ଶୋଭାଯାତ୍ରାରେ ସୀମିତ ଲୋକକଳା ଉତ୍ସବ

ଜଗତ୍‌ସିଂହପୁର ଅଫିସ,୧୫ା୬: ଲୋକ କଳା ଓ ଲୋକ ସଙ୍ଗୀତକୁ ପୁନର୍ଜୀବିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଜୁନ ୧୪ରେ ଲୋକକଳା ଉତ୍ସବ ପାଳନ...

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ...

ଖତ ଖାଉଛି ‘ଜନନୀ ଏକ୍ସପ୍ରେସ୍‌’

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.)- ଗର୍ଭବତୀମାନଙ୍କୁ ହସ୍ପିଟାଲକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ‘ଜନନୀ ଏକ୍ସପ୍ରେସ୍‌’ ବ୍ୟବସ୍ଥା କରାଯାଇଛି। ହେଲେ ଅବହେଳା କାରଣରୁ କିଛି ସ୍ଥାନରେ...

Advertisement
Archives

Model This Week