ଝାରପଡ଼ା ଜେଲରେ ବିଧାୟକଙ୍କୁ କୋଭିଡ୍‌

ଭୁବନେଶ୍ୱର,୨୧।୫: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ତାଙ୍କ ଭାବି ସମୁଦି ତଥା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ରିପୋର୍ଟ ମଧ୍ୟ ପଜିଟଭ୍‌ ଆସିଛି। ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯାଇଛି। ଜେଲ କତ୍ତୃପକ୍ଷ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିଛନ୍ତି। ସୂଚନା ଯୋଗ୍ୟ, ଝାରପଡ଼ା ଜେଲରେ ୧୯୫ ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା। ସେମାନଙ୍କ ମଧ୍ୟରୁ ୯୬ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲରାପତରିଆ ବାଘ ଗଣିବେ ନବୀନ ସରକାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ): ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା...

ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ଅରବିନ୍ଦ ଢାଲି: କହିଲେ ଘରବାହୁଡ଼ା କରିବି

ଭୁବନେଶ୍ୱର,୨।୩: ବିଜେଡି ଛାଡ଼ିବା ପରେ ଜୟଦେବ ବିଧାୟକ ଅରବିନ୍ଦ ଢାଲି ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଘରବାହୁଡ଼ା କରିବି। ରବିବାର ଭାଜପା ଯୋଗଦେବି। ତେବେ...

ଆଜି ଆସିବ ଭାଜପାର ୧୦୦ଜଣିଆ ପ୍ରାର୍ଥୀ ତାଲିକା, ଚର୍ଚ୍ଚାରେ ଓଡିଶାର ଏହି ୩ ନେତା

ନୂଆଦିଲ୍ଲୀ,୨।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ ୨୦୨୪ । ଏନେଇ ଅଣ୍ଟା କସିଲେଣି ଜାତୀୟ ଦଳ କଂଗ୍ରେସ ଓ ଭାଜପା। ଏହାରି ଭିତରେ ଆଜି ଅର୍ଥାତ୍‌...

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର: ବନ୍ଧା ହେଲେ ଯୁବକ 

ନିରାକାରପୁର,୨ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାରମ୍ବାର ବଳାତ୍କାର କରିବା ଘଟଣାରେ ଜଙ୍କିଆ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ସୁରଙ୍କ ପୁଅ ଅଫିସରେ ପଶି ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ଭୁବନେଶ୍ୱର,୨।୩: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟଙ୍କ ନିମାପଡ଼ାରେ କଂଗ୍ରେସ ଅଫିସରେ ଦୁର୍ବୃତ୍ତ ପଶି ଭଙ୍ଗାରୁଜା କରିଛନ୍ତି। ଦୁର୍ବୃତ୍ତମାନେ...

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ...

ଭାଜପା ଫୋକସ୍‌ରେ ଭଦ୍ରକ ଲୋକ ସଭା ଆସନ

ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri