୧୫-୧୮ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା: ୧ ପ୍ରତିଶତ କରିଛନ୍ତି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୩ ।୧: କରୋନା ମହାମାରୀ ସହ ଲଢେଇ କରିବାକୁ ସୋମବାରଠାରୁ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ଟିକା ଦେବା ଆରମ୍ଭ କରାଯିବ । ସାରା ଦେଶରେ ୧୫-୧୮ ବର୍ଷ ବୟସର ପ୍ରାୟ ୮ କୋଟି ପିଲା ରହିଛନ୍ତି । ଏମାନଙ୍କ ମଧ୍ୟରୁ ୬ କୋଟି କେବଳ ସ୍କୁଲ ପିଲା । ଏଥିପାଇଁ ଉକ୍ଟଡଓଘ ଇକ୍ଟ୍ରକ୍ଟ୍ର ରେ ରେଜିଷ୍ଟ୍ରେଶନ କରିବାକୁ ପଡୁଛି । ଏବେ ପର୍ଯ୍ୟନ୍ତ ଏହି ଆପ ମାଧ୍ୟମରେ ମାତ୍ର ୮ ଲକ୍ଷ ପିଲା ରେଜିଷ୍ଟ୍ରେଶନ କରିଥିବା ଜଣାପଡିଛି । ଅର୍ଥାତ୍ ମୋଟ ପିଲାଙ୍କ ତୁଳନାରେ ଏହାମାତ୍ର ୧ ପ୍ରତିଶତ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ । ଏହାର ଦ୍ୱିତୀୟ ଡୋଜ ୨୮ ଦିନ ପରେ ଦିଆଯିବ । ପିଲାମାନଙ୍କୁ ଟିକାଦେବା ଲାଗି କେବଳ ଦିଲ୍ଲୀରେ ୧୫୯ ସେଣ୍ଟର ଖୋଲାଯାଇଛି । ଏଠାରେ ସ୍ୱତନ୍ତ୍ର ପ୍ରୋଟୋକଲ ବ୍ୟବସ୍ଥା କରାଯାଇଛି । ଅବଶ୍ୟ ପୂର୍ବରୁ ଯେଉଁ ସେଣ୍ଟରରେ ବୟସ୍କମାନଙ୍କୁ ଟିକା ପ୍ରଦାନ କରାଯାଉଥିଲା ସେହିଠାରେ ହିଁ ପିଲାମାନଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?