ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିବ…

ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଫ୍ରଣ୍ଟଲାଇନ୍‌ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା। ଏପରିସ୍ଥିତିରେ ବେସରକାରୀ ଡାକ୍ତରଖାନାରେ ଗୋଟିଏ ଡୋଜ୍‌ କରୋନା ଟିକାର ଦାମ୍‌ ୨୫୦ ଟଙ୍କା ହୋଇପାରେ। ଏଥିରେ ୧୦୦ ଟଙ୍କା ସର୍ଭିସ ଚାର୍ଜ ରହିଛି।

ଏ ସମ୍ପର୍କରେ କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଘୋଷଣା କରିପାରନ୍ତି। ଟିକାର ଏକ ନିଶ୍ଚିତ ମୂଲ୍ୟ ହେବ। କ୍ୟାପିଂ ନାହିଁ। କୁହାଯାଉଛି, ସରକାର ଆଜି କିମ୍ବା କାଲି ଘରୋଇ ଡାକ୍ତରଖାନାରେ କରୋନା ଟିକାର ମୂଲ୍ୟ ଘୋଷଣା କରିବେ। ମାର୍ଚ୍ଚ ୧ରୁ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏହି ଟିକା ଦିଆଯିବ। ୪୫ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ମଧ୍ୟ ଏହି ଟିକା ଦିଆଯିବ।

ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡ଼ିଛି ଯେ, ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ନାଟକ, ତାମିଲନାଡୁ ଏବଂ ଗୁଜରାଟରେ କରୋନା ସଂକ୍ରମିତଙ୍କ ସଂଖ୍ରା ବଢ଼ିଚାଲିଛି। ଏସବୁ ରାଜ୍ୟରେ ୨୪ ଘଣ୍ଟାରେ ୮୩୩୩ ନୂଆ କେସ୍‌ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri