Posted inଜାତୀୟ

୧୬ରୁ ୧୨-୧୪ ବର୍ଷ ପିଲାଙ୍କୁ ମିଳିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୧୪।୩: ମାର୍ଚ୍ଚ ୧୬ରୁ ୧୨ ରୁ ୧୪ ବର୍ଷ ପିଲାମାନଙ୍କ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହେବ। ଏହା ସହ ୬୦ ରୁ ଉର୍ଦ୍ଧ ବୟସ୍କଙ୍କୁ ପ୍ରକସନ ଡୋଜ ଦିଆଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୋମବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯଦି ପିଲାମାନେ ସୁରକ୍ଷିତ ରହିବେ ତେବେ ଦେଶ ସୁରକ୍ଷିତ ରହିବ। ତେବେ ପିଲା ଏବଂ ୬୦ ରୁ ଉର୍ଦ୍ଧ ବୟସ୍କଙ୍କୁ ଟିକା ନେବା ପାଇଁ ଅପିଲ କରିଛନ୍ତି। ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri