କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍‌-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ସମର୍ଥନ ଜଣାଇଛନ୍ତି। ନବୀନ ଜୁନ୍‌ ୨ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଚିଠି ଲେଖିଥିଲେ। ଏପରି କି ୬ ଜଣ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପୂର୍ବରୁ ନବୀନଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଗ୍ଲୋବାଲ ଇ-ଟେଣ୍ଡର ଜରିଆରେ ଟିକା ପାଇବା ଆଶା କମ୍‌ ଥିବାରୁ କେନ୍ଦ୍ର ସରକାର ଟିକା କ୍ରୟ କରି ସମସ୍ତ ରାଜ୍ୟକୁ ଯୋଗାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦକ୍ଷତାରେ ପଛରେ ନ ପଡ଼ନ୍ତୁ ପିଲା’

ଅନୁଗୋଳ ଅଫିସ, ୧୪ା୩: କରୋନା ମହାମାରୀ କାରଣରୁ ଗତବର୍ଷଠାରୁ ସ୍କୁଲ ବନ୍ଦ ରହିଛି। ଅନ୍‌ଲାଇନରେ କ୍ଲାସ କରାଯାଇଥିଲେ ମଧ୍ୟ ତାହା ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରି ନାହିଁ।...

ବାଇକ୍‌ରେ ଯାଉଥିବା ଯୁବତୀଙ୍କ ଉପରେ ପଡ଼ିଲା ଗଛ

ଲହୁଣୀପଡା,୧୯।୪: ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଖଣ୍ଡାଧାର ରାସ୍ତାର ମହୁଲତା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକରେ ଯାଉଥିବା...

ମନ୍ତ୍ରୀ ହତ୍ୟା ମାମଲା, ଡିଜିପି କହିଲେ…

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏଥିମଧ୍ୟରେ ଶୁକ୍ରବାର ପ୍ରଥମ ଥର ପାଇଁ ପୋଲିସ ଡିଜି ସୁନିଲ...

ପୋଲିସ ଜାଲରେ ପଡ଼ିଲେ ମିଛ ଆର୍‌ଟିଓ ଅଧିକାରୀ

ବରଗଡ଼ଅଫିସ,୨୫।୧୦: ଆର୍‌ଟିଓ ଅଧିକାରୀ ସାଜି ଗାଡ଼ିଗୁଡିକରୁ ଟଙ୍କା ଅସୁଲି କରୁଥିଲେ। ସୋମବାର ରାତିରେ ବରଗଡ଼ ସହର ଉପକଣ୍ଠ ଫୋରଲେନ୍‌ ରାସ୍ତାର ଟୋଲ୍‌ପ୍ଲାଜା ନିକଟରୁ ଧରାପଡିଛନ୍ତି ମିଛ...

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା, ସୁସ୍ଥ ହେଲେଣି ୬

ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଜିଲାରେ ଶନିବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟପକ୍ଷରେ...

ଇକଡାରେ ନିର୍ମାଣ ହେଲା ବାଉଁଶପୋଲ

ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ...

ସବାଇ ଘାସ: ବର୍ଷକୁ ୩୦୦ କୋଟି କାରବାର

ବାରିପଦା ଅଫିସ, ୮।୭-ମୟୂରଭଞ୍ଜ ଜିଲାରେ ବସବାସ କରୁଥିବା ଗରିବ ଆଦିବାସୀ ପରିବାର ଲୋକେ ସବାଇ ଘାସରୁ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ସବାଇଘାସରୁ ପ୍ରସ୍ତୁତ ଉନ୍ନତ ମାନର...

ସାଧାରଣ ଥଣ୍ଡା ଅବା କାଶକୁ ହେୟଜ୍ଞାନ କରନ୍ତୁ ନାହିଁ, ସମସ୍ତ ଅଙ୍ଗ ଅକାମୀ ହେବା ଆଶଙ୍କା, ଡବ୍ଲ୍ୟୁଏଚ୍‌ଓର ଚେତାବନୀ…

ଜେନେଭା, ୫।୧ : ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। ଓମିକ୍ରନ୍‌ ଭାରତ ସମେତ ପୃଥିବୀର ବହୁ...

Advertisement
Archives

Model This Week