କୋଭିଡ୍‌ ନିୟମ ଉଲ୍ଲଂଘନ: ଏକତା ମାର୍କେଟ, ଅପର୍ତିବିନ୍ଧା ଛକର ୬ ଦୋକାନ ସିଲ୍‌

ଭଦ୍ରକ ଅଫିସ, ୨୭।୭: କୋଭିଡ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ସୋମବାର ୬ଟି ଦୋକାନକୁ ସିଲ୍‌ କରାଯାଇଛି। ଏ ନେଇ ଉପଜିଲାପାଳ ପିତାମ୍ବର ସାମଲ ସୂଚନା ଦେଇଛନ୍ତି। ଏକତା ମାର୍କେଟ ଓ ଅପର୍ତିବିନ୍ଧା ଛକରେ ଥିବା ଏହି ଦୋକାନଗୁଡିକ ମଧ୍ୟରେ ୨ଟି ଆଳୁ ଓ ପିଆଜ ଦୋକାନ ରହିଥିବା ବେଳେ ଅନ୍ୟ ୪ ଗ୍ରୋସରୀ ଦୋକାନ। ସହରାଞ୍ଚଳ ପୋଲିସ ଉପସ୍ଥିତିରେଏଗୁଡିକୁ ସିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଜଳିଗଲା ଚଳନ୍ତା ହାଇଓ୍ବା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ବଡ଼ବିଲ,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ନଂ. ଜାତୀୟ ରାଜପଥର ବାରବାଙ୍କଠାରେ ସୋମବାର ମଧ୍ୟାହ୍ନରେ ଏକ ହାଇଓ୍ବା ଟ୍ରକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିବା...

ସପ୍ତାହେ ପର୍ଯ୍ୟନ୍ତ ଲୋକେ ଘରେ ବନ୍ଦୀ…

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ...

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ...

କ୍ଷେତ୍ର ପରିଦର୍ଶନ କଲେ ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶକ

କେନ୍ଦୁଝର, ୨୮ା୫(ଡି.ଏନ.ଏ.) କେନ୍ଦୁଝର ଜିଲାର ନୋଡାଲ ଅଫିସର ତଥା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଦୁଇଦିନିଆ...

ଓଲଟିଲା ପେଟ୍ରୋଲ ଟ୍ୟାଙ୍କର: ଲିକ୍‌ ହୋଇ ରାସ୍ତାରେ ପ୍ରବାହିତ

ଜୟପୁର,୧୭।୧୨ (ଡି.ଏନ୍‌.ଏ ): କୋରାପୁଟ-ଜୟପୁର ଘାଟି ୨୬ ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଏକ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡିଛି। ଫଳରେ ପେଟ୍ରୋଲ୍‌ ଲିକ୍‌ ହୋଇ...

ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନାଁରେ ଯୌନ ନିର୍ଯାତନା ମାମଲା

କଟକ,୨୩ା୬ (କାର୍ତ୍ତିକ ସାହୁ): ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ନ ପାଇ କୋଲକାତାସ୍ଥିତ ତାଙ୍କ ଘରୁ ଖାଲି ହାତରେ ଫେରିବାକୁ ବାଧ୍ୟ ହୋଇଛି କମିଶନରେଟ୍‌ ପୋଲିସ।...

ଯୁବ ଉଦ୍ୟୋଗୀ ସମ୍ମାନ ପାଇବେ ପ୍ରତୀକ

ବାଲେଶ୍ୱର ଅଫିସ,୨୩୨।୯:ବାଲେଶ୍ୱର ହାଇଲାଣ୍ଡ ଗ୍ରୁପ୍‌ର ଅଧ୍ୟକ୍ଷ ପ୍ରତୀକ ଜେନା ପାଇବେ ଯୁବ ଉଦ୍ୟୋଗୀ ସମ୍ମାନ। ଗତ ୨ବର୍ଷ ଭିତରେ ୪ଶହ କୋଟି ଟଙ୍କାର ରପ୍ତାନୀ କରି...

ଥାନା ଜାଳିଦେଲେ ଉତ୍ୟକ୍ତ ଲୋକ: ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡେଇ ପିଟିଲେ

ଫୁଲବାଣୀ/ଫିରିଙ୍ଗିଆ, ୫।୮(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଇଛନ୍ତି। ଶନିବାର...

Advertisement
Archives

Model This Week