କୋଭିଡ୍‌ ନିୟମ ଉଲ୍ଲଂଘନ: ଅମାନିଆଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଝାରସୁଗୁଡା ଅଫିସ,୨୫।୭: କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଛି। ଜିଲାର ବିଭିନ୍ନ ସ୍ଥାନରେ କୋଭିଡ୍‌ କଟକଣାକୁ ମାନୁ ନ ଥିବା ତଥା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଗତ ୧୩ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୧୧ ଦିନ ମଧ୍ୟରେ ଆଇନ ଉଲ୍ଲଂଘନକାରୀ ମାନଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି। ଏଥିସହ ବିପୁଳ ପରିମାଣର ମଦ ମଧ୍ୟ ଜବତ ହୋଇଛି। ଏ ନେଇ ଜିଲା ଏସ୍‌ପି ରାହୁଲ ପିଆର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ।
ସୂଚନା ମୁତାବକ, ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କଠାରୁ ୭ ଲକ୍ଷ୍ୟ ୯ ହଜାର ୫୫୦ ଟଙ୍କା ଆଦାୟ ହୋଇ ଥିବା ବେଳେ ସାମାଜିକ ଦୂରତା ମାନୁ ନ ଥିବା ବ୍ୟକ୍ତିଙ୍କ ଠାରୁ ୨୧ ହଜାର ୨ ସହ ଟଙ୍କା ଜବତ ହୋଇଛି। ସେହିପରି ଯାନବାହନ ଆଇନ ଉଲ୍ଲଂଘନ କରିଥିବା ବ୍ୟକ୍ତିଙ୍କ ଠାରୁ ୯୫ ହଜାର ୯ ଶହ ଟଙ୍କା ଜବତ ହୋଇଛି।
ସେହିପରି ୫୫୯.୨୦ ଲିଟର ଦେଶୀ ମଦ ଓ ୧୪.୩୦ ଲିଟର ବିଦେଶୀ ମଦ ଜବତ କରାଯାଇଛି। ଏହି ସବୁ ଘଟଣାରେ ୪୨ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri