କୋଭିଡ୍‌ କଟକଣା ଉଲ୍ଲଂଘନ: ଚଢାଉବେଳେ ପୋଲିସକୁ ଆକ୍ରମଣ

ହିଞ୍ଜିଳିକାଟୁ/ଶେରଗଡ,୨୩ା୭(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ତଥା ଶେରଗଡ଼ ତହସିଲ ବି.ନୂଆପଲ୍ଲୀରେ ବୁଧବାର କୋଭିଡ୍‌ କଟକଣା ଉଲ୍ଲଘଂନ କରି ଭୋଜି ଚାଲିଥିଲା। ଶେରଗଡ଼ ତହସିଲଦାର ଡ. ଦୟାସିନ୍ଧୁ ପରିଡା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାଶଙ୍କ ନେତୃତ୍ୱରେ ଚଢାଉ କରି ଭୋଜି ବନ୍ଦ ପାଇଁ କହିଥିଲେ। କିନ୍ତୁ ଆୟୋଜନକାରୀ ଓ ତାଙ୍କ ସମର୍ଥକ ପୋଲିସ ଉପରକୁ ଆକ୍ରମଣ ଉଦ୍ୟମ କରିଥିଲେ। ଅଧିକ ଫୋର୍ସ ପହଞ୍ଚତ୍ ଆୟୋଜକ କାଳୁଚରଣ ବିଷୋୟୀ, ସଞ୍ଜୟ ବିଷୋୟୀ, ଗିମି ବିଶୋୟୀ ଓ ଅଜିତ ବିଶୋୟୀଙ୍କୁ ଗିରଫ କରିଛି। ତହସିଲଦାର ପରିଡାଙ୍କ ଏତଲାକ୍ରମେ ଥାନାରେ ନଂ.୨୫୮/୨୦ରେ ୧୩ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଜିଲାରୁ ୧୭୩ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୬୪ ଜଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରୁ ଶନିବାର ଚିହ୍ନଟ ୧୭୩ କରୋନା ଆକ୍ରାନ୍ତ ୧୪ଟି ଜିଲାର। ଏମାନଙ୍କ ମଧ୍ୟରୁ ସର୍ବଧିକ ଗଞ୍ଜାମ ଜିଲାରୁ ୬୪ ଜଣ ରହିଛନ୍ତି। ସେହିପରି ଯାଜପୁରରୁ...

କୋଭିଡ୍‌-୧୯ ମୁକାବିଲା: ଟାଟା ସନ୍ସ ଦେଲା ୧୦୦୦ କୋଟି

ନୂଆଦିଲ୍ଲୀ, ୨୯। ୩: କୋଭିଡ ଲଢେଇ ଲାଗି ସାରା ଦେଶର ଉଦ୍ୟୋଗପତି ନିଜର ଯୋଗଦାନ ରଖୁଛନ୍ତି। କରୋନା ମୁକାବିଲା ଲାଗି ଟାଟା ଟ୍ରଷ୍ଟ ପକ୍ଷରୁ ୫୦୦...

ଟପ୍‌ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ...

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର...

କଟକ ଏସ୍‌ସିବି ମେଡିକାଲରେ ୧୦୦ ୟୁନିଟ ପ୍ଲାଜମା ସଂଗ୍ରହ

କଟକ ଅଫିସ,୫।୮: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପ୍ଲାଜମା ସଂଗ୍ରହ ୧୦୦ ୟୁନିଟ ଛୁଇଁଛି। କରୋନା ଗୁରୁତର ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା...

ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା...

ମୟୂରଭଞ୍ଜ ସାହିତ୍ୟ ପରିଷଦର କବିତା ପାଠୋତ୍ସବ

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ସାହିତ୍ୟ ପରିଷଦ ତରଫରୁ ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ବିଷୟ ସମ୍ପର୍କିତ ଏକ ମନୋଜ୍ଞ କବିତା ପାଠୋତ୍ସବ ମହର୍ଷି ପବ୍ଲ୍‌ିକ ସ୍କୁଲ...

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *