କୋଭିଡ୍‌ ଯୋଦ୍ଧା ପଜିଟିଭ୍‌ ଚିହ୍ନଟ: ୪୮ ଘଣ୍ଟା ଗାଁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଜୁନାଗଡ଼,୨୫ା୭(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ଜଣେ କୋଭିଡ୍‌ ଯୋଦ୍ଧା ଶୁକ୍ରବାର ରାତିରେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଫଳରେ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ସେହିସମୟ ଠାରୁ ରବିବାର ମଧ୍ୟରାତ୍ରି ଯାଏ ୪୮ ଘଣ୍ଟା ଗ୍ରାମକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୁ କେହି ବାହାରକୁ ନ ଆସିବା ଓ କୋଭିଡ୍‌ ନିୟମ ମାନି ରହିବାକୁ ସ୍ଥାନୀୟ ଗ୍ରାମବାସୀଙ୍କୁ ସେ ପତ୍ର ମାଧ୍ୟମରେ ପରାମର୍ଶ ଦେଇଛନ୍ତି। ସେହିପରି ଆକ୍ରାନ୍ତଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଜଣାପଡ଼ିଛି। ସେମାନଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ତେବେ ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri