କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କୋଭିଡ ଯୋଦ୍ଧା: ସଙ୍ଗୀତା ସମସ୍ତଙ୍କ ପାଇଁ ଉଦାହରଣ ଟୁଇଟ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଶିକ୍ଷୟିତ୍ରୀ ତଥା କରୋନା ଯୋଦ୍ଧା ସଙ୍ଗୀତା ପାଣିଗ୍ରାହୀ କରୋନାରୁ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ କରି କହିଛନ୍ତି ଯେ, କୋଭିଡ ଯୁଦ୍ଧରେ ଆଗଧାଡ଼ିର ଯୋଦ୍ଧାଙ୍କ ତ୍ୟାଗ ଓ ନିଷ୍ଠା ଅସୀମ। ଲୋକଙ୍କ ଜୀବନ ସୁରକ୍ଷା ପାଇଁ ଦିନରାତି ଏକ କରି କାର୍ଯ୍ୟ କରୁଛନ୍ତି। କୋଭିଡ ସଂକ୍ରମିତ ହୋଇ ସୁସ୍ଥ ହେବା ପରେ ବି’ ସେ ନିଜ ଦାୟିତ୍ୱରୁ ଓହରି ନାହାନ୍ତି। ହିଞ୍ଜିଳିକାଟୁର ସଙ୍ଗୀତା ପାଣିଗ୍ରାହୀ ସମସ୍ତଙ୍କ ପାଇଁ ଉଦାହରଣ।
ସୂଚନାଯୋଗ୍ୟ, ସଙ୍ଗୀତା କ୍ୱାରାଣ୍ଟାଇନ ସେଣ୍ଟରରେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ବାବ ପରୀକ୍ଷା ହୋଇ, ରିପୋର୍ଟ ପଜିଟିଭ ଆସିଥିଲା। ପରେ ତାଙ୍କୁ ଶିତଳାପଲିସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଥିବାବେଳେ ମୁଖ୍ୟମନ୍ତ୍ରୀ, ୫ ଟି ସଚିବ ଓ ଗଞ୍ଜାମ ଜିଲାପାଳ ଫୋନ କରି ତାଙ୍କ ସହ କଥା ହୋଇଥିଲେ, ଏବଂ ତାଙ୍କର ଆରୋଗ୍ୟ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?