ରୋଗୀଙ୍କ ସାମ୍ନାରେ ଡ୍ୟାନ୍ସ କଲେ ଡାକ୍ତର, ଭିଡିଓ ଭାଇରାଲ

ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯେଉଁଥିରୁ କିଛି ଶିକ୍ଷା ମଧ୍ୟ ମିଳିଥାଏ। ଏବେ ଏପରି ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଡାକ୍ତରମାନେ କରୋନା ରୋଗୀଙ୍କ ସାମ୍ନାରେ ‘ଚିଟିୟାଁ କଲାୟିୟାଁ’ ଗୀତରେ ଧମାକାଦାର ଡ୍ୟାନ୍ସ କରୁଛନ୍ତି।
ଦେଶରେ କରୋନା ଭାଇରସ୍‌ ସଂଖ୍ୟା ବଢ଼ି ୭୨,୩୯,୩୮୯ରେ ପହଞ୍ଚିଥିବା ବେଳେ ୬୩ ଲକ୍ଷରୁ ଅଧିକ ଲୋକ ସୁସ୍ଥ ହୋଇସାରିଛନ୍ତି। ରୋଗୀଙ୍କ ସୁସ୍ଥ ହାର ୮୭.୦୫ ରହିଛି। ରୋଗୀଙ୍କ ମନୋରଞ୍ଜନ କରିବା ପାଇଁ କରୋନା ଯୋଦ୍ଧାମାନେ ଏପରି ଡ୍ୟାନ୍ସ କରୁଛନ୍ତି। ଏହି ଡ୍ୟାନ୍ସର ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଭିଡିଓଟି ଆସାମର ତେଜପୁର ମେଡିକାଲ କଲେଜର।


ହସ୍ପିଟାଲର ଅଧୀକ୍ଷକ ଏହି ଭିଡିଓରେ ଟୁଇଟ୍‌ ମଧ୍ୟ କରିଛନ୍ତି। କୋଭିଡ୍‌ ଓ୍ବାର୍ଡକୁ ଯାଇ ଡାକ୍ତର ଡିମ୍ପି, ନିତାଶ୍ରୀ ଏବଂ ଅନନ୍ୟା ରୋଗୀଙ୍କ ସାମ୍ନାରେ ଡ୍ୟାନ୍ସ କରିଥିଲେ। ଡ୍ୟାନ୍ସ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରୋଗୀଙ୍କ ମୁହଁରେ ଟିକେ ହସ ଫୁଟାଇବା।


Enter your email to get our daily news in your inbox.

All Right Reserved By Dharitri.Com

ସାପ -ନେଉଳ ଘମାଘୋଟ ଲଢ଼େଇ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

କର୍କଟ ପଞ୍ଝାରେ ଭାରତ: ୧୦ ଜଣରେ ମୃତ୍ୟୁହାର ୭

ନୂଆଦିଲ୍ଲୀ: ଭର୍ସାଟାଇଲ୍‌ ଆକ୍ଟର ଇର୍ଫାନ ଖାନ୍‌ ଏବଂ ହଜାରେ ହୃଦୟରେ ରାଜୁତି କରୁଥିବା ଋଷି କପୁରଙ୍କ ପରଲୋକ ବଲିଉଡ୍‌କୁ ଶୋକରେ ବୁଡ଼ାଇ ଦେଇଛି। ଦୁଇଦିନରେ ଦୁଇ...

ଯେଉଁଠି ମୋଟା ଯୁବତୀଙ୍କୁ ପସନ୍ଦ କରନ୍ତି ବର…

ଯୁବକମାନେ ସାଧାରଣତଃ ପତଳା ଝିଅଙ୍କୁ ଜୀବନସାଥି ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ତେବେ ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ମୋଟା ଝିଅଙ୍କୁ ଯୁବକ...

ଭିଡିଓଗେମ୍‌ ଖେଳିବାକୁ ମା’ବାପା ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ

ଆମେରିକାର ମିଚିଗାନ ସହରର ୨୯ ବର୍ଷୀୟ ଯୁବକ ଖ୍ରୀଷ୍ଟୋଫର ମ୍ୟାକକେନ ତାଙ୍କ ସାବତ ବାପାଙ୍କୁ ଛୁରିରେ ହତ୍ୟା କରିଥିଲା ବେଳେ ମା’ଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି।...

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି।...

ବିବାହ ମଣ୍ଡପକୁ ଯାଉଥିବାବେଳେ ବାଟରେ କନ୍ୟାଙ୍କ ଗାଡି ହେଲା ଖରାପ; ଆଉ ତା’ପରେ

ନଟିଂହାମଶାୟର୍‌: କୌଣସି ସ୍ଥାନକୁ ଶୀଘ୍ର ଯାତ୍ରା କରିବାକୁ ଥିଲେ, ବାଟରେ ଗାଡି ଖରାପ ହେବା ପ୍ରାୟ ଅଧିକାଂଶ ଲୋକଙ୍କ ସହ ଘଟିଥାଏ। ଏହି ସମୟରେ ମନରେ...

ପାଚେରିରେ ଫଳୁଛି ପରିବା

ନୂଆଦିଲ୍ଲୀ: ବଢୁଥିବା ଜନସଂଖ୍ୟା ଅନୁପାତରେ ଖାଦ୍ୟାଭାବ ପୂରଣ କରିବା ସବୁବେଳେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। ଏହି ସମସ୍ୟାର ସମାଧାନ ଲାଗି ବୈଜ୍ଞାନିକମାନେ ଅହରହ ଗବେଷଣା ଚଳାଇଛନ୍ତି।...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

Advertisement
Archives

Model This Week