କୋଭିଡ୍‌ ଭୂତାଣୁ ମନୁଷ୍ୟକୃତ

ବେଜିଂ,୫।୧୨: ପ୍ରଥମରୁ କୋଭିଡ-୧୯ ମନୁଷ୍ୟକୃତ ବୋଲି ପ୍ରଥମରୁ ଦାବି କରାଯାଉଥିବା ବେଳେ ଏହା ଏବେ ସତ୍ୟ ବୋଲି ପ୍ରମାଣିତ ହୋଉଥିବା ନଜର ଆସୁଛି। ବର୍ତ୍ତମାନ ଚାଇନାର ଉହାନ୍‌ ଲାବ୍‌ରେ କାମ କରୁଥିବା ଜଣେ ବୈଜ୍ଞାନିକ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି, କୋଭିଡ୍‌ ଭୂତାଣୁ ମନୁଷ୍ୟକୃତ ଏବଂ ଏହା ଚାଇନାର ବିବାଦୀୟ ଉହାନ୍‌ ଲାବ୍‌ରୁ ଲିକ୍‌ ହୋଇଥିଲା। ଦୁଇବର୍ଷ ପୂର୍ବେ ଚାଇନା ପରିଚାଳିତ ଗବେଷଣା ସଂସ୍ଥା ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି (ଡବ୍ଲ୍ୟୁଆଇଭି)ରୁ କୋଭିଡ୍‌ ଭୂତାଣୁ ଲିକ୍‌ ହୋଇଥିଲା ବୋଲି ଆମେରିକା ଗବେଷକ ଆଣ୍ଡ୍ର୍ୟୁ ହଫ୍‌ଙ୍କ ବିବୃତିକୁ ଉଦ୍ଧାର କରି ନ୍ୟୁୟର୍କ ପୋଷ୍ଟ ଖବର ପ୍ରକାଶ କରିଛି। ମହାମାରୀ ବିଶେଷଜ୍ଞ ହଫ୍‌ଙ୍କ ପୁସ୍ତକ ‘ ଦି ଟ୍ରୁଥ୍‌ ଏବାଉଟ୍‌ ଉହାନ’ବ୍ରିଟେନ ଟାବଲଏଡ୍‌ ‘ଦି ସନ୍‌’ରେ ପ୍ରକାଶିତ ହୋଇଛି। ଏଥିରେ ହଫ୍‌ ଉଲ୍ଲେଖ କରିଛନ୍ତି, ଉହାନ ଲାବ୍‌ରେ ଆମେରିକା ସରକାରଙ୍କ ପାଣ୍ଠିରେ କରୋନା ଭୂତାଣୁ ଉପରେ ଗବେଷଣା ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri