କୋଭିଡ ଟିକା ନେଲେ ମୟୂରଭଞ୍ଜ ଜିଲାପାଳ

ବାରିପଦା ଅଫିସ,୬।୨: ମୟୂରଭଞ୍ଜ ଜିଲାରେ କୋଭିଡ-୧୯ର ଦ୍ବିତୀୟ ପଯ୍ୟାୟ ଟିକାକରଣ ‘ମୋ ଟିକା ମୋ ସୁରକ୍ଷା’ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଛି । ଜିଲାପାଳ ବିନୀତ ଭରଦ୍ବାଜ ଏହାର ଶୁଭ ଉଦଘାଟନ କରିଥିବା ବେଳେ ଏସ୍‌ପି ସ୍ମିଥ ପି.ପରମାର, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ ପତି ପ୍ରମୁଖ ଉପସ୍ଥିତ ଥିଲେ । ସର୍ବ ପ୍ରଥମେ ଜିଲାପାଳ ଏହି ଟିକା ନେବା ପରେ ଏସ୍‌ପିଙ୍କ ସମେତ କୋଭିଡ ଯୋଦ୍ଧାମାନେ ଟିକା ନେଇଛନ୍ତି। କାର୍ଯ୍ୟକ୍ରମରେ ଜିଲା ସୂଚନା ଓ ପ୍ରସାରଣ ଅଧିକାରୀ ରବୀନ୍ଦ୍ର ନାଏକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri