କୋଭିଡ ଟିକା ନେଲେ ମୟୂରଭଞ୍ଜ ଜିଲାପାଳ

ବାରିପଦା ଅଫିସ,୬।୨: ମୟୂରଭଞ୍ଜ ଜିଲାରେ କୋଭିଡ-୧୯ର ଦ୍ବିତୀୟ ପଯ୍ୟାୟ ଟିକାକରଣ ‘ମୋ ଟିକା ମୋ ସୁରକ୍ଷା’ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଛି । ଜିଲାପାଳ ବିନୀତ ଭରଦ୍ବାଜ ଏହାର ଶୁଭ ଉଦଘାଟନ କରିଥିବା ବେଳେ ଏସ୍‌ପି ସ୍ମିଥ ପି.ପରମାର, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ ପତି ପ୍ରମୁଖ ଉପସ୍ଥିତ ଥିଲେ । ସର୍ବ ପ୍ରଥମେ ଜିଲାପାଳ ଏହି ଟିକା ନେବା ପରେ ଏସ୍‌ପିଙ୍କ ସମେତ କୋଭିଡ ଯୋଦ୍ଧାମାନେ ଟିକା ନେଇଛନ୍ତି। କାର୍ଯ୍ୟକ୍ରମରେ ଜିଲା ସୂଚନା ଓ ପ୍ରସାରଣ ଅଧିକାରୀ ରବୀନ୍ଦ୍ର ନାଏକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ...

ପଦ୍ମପୁରରେ ସବ୍‌ଜେଲ୍‌ରେ ପଶିଲା କରୋନା

ପଦ୍ମପୁର,୨୨।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍‌ଜେଲ୍‌ରେ ୮୩ଜଣ କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜେଲ୍‌ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି।...

ଅବ୍ୟବସ୍ଥା ଦେଖି ଅସନ୍ତୁଷ୍ଟ

ଢେଙ୍କାନାଳ ଅଫିସ, ୩୧।୧୨ ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକାରିତା ପରଖିବାକୁ ଗୁରୁବାର ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଅଚାନକ ଜିଲା...

ଦୋକାନ ଆଜବେଷ୍ଟସ୍‌ ଭାଙ୍ଗି ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି

ପାଟଣା,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଏକ ଗହଣା ଦୋକାନରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୋକାନରୁ ୨୦ଲକ୍ଷରୁ ଟଙ୍କାରୁ...

ପିଆରଏମ୍‌ ମେଡ଼ିକାଲ୍‌ରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ବାରିପଦା ଅଫିସ,୩୦ା୫- ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ରେ ଦିନକୁ ଦିନ ଚିକିତ୍ସା ଅବହେଳା ନେଇ ଅଭିଯୋଗ ଲମ୍ବିବାରେ ଲାଗିଛି। କିଛି ଦିନ ତଳେ ଶିଶୁ ପୁତ୍ର ଅଦଳବଦଳ...

ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା...

ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ...

Advertisement
Archives

Model This Week