Posted inଜାତୀୟ

ଶହେ ବର୍ଷ ଭିତରେ ସବୁଠାରୁ ବଡ ସ୍ବାସ୍ଥ୍ୟ, ଆର୍ଥିକ ସଙ୍କଟ କରୋନା: ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ,୧୧।୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ବିଗତ ୧୦୦ ବର୍ଷ ମଧ୍ୟରେ ସବୁଠାରୁ ବଡ ସ୍ବାସ୍ଥ୍ୟ ଓ ଆର୍ଥିକ ସଙ୍କଟ ହେଉଛି କୋଭିଡ- ୧୯। ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)ର ବ୍ୟାାଙ୍କିଙ୍ଗ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ସେ ଏହା କହିଛନ୍ତି। କରୋନା ମହାମାରୀ ଯୋଗୁ ଉତ୍ପାଦନ, ରୋଜଗାର ଏବଂ ସ୍ବାସ୍ଥ୍ୟ ଉପରେ ଅଭୁତପୂର୍ବ ନକରାତ୍ମକ ପ୍ରଭାବ ପଡିଥିବା ଦେଖାଯାଇଛି। ତେବେ ଦେଶର ଆର୍ଥିକ ସ୍ଥିତିକୁ ସମ୍ଭାଳିବାକୁ କେନ୍ଦ୍ରୀୟ ବ୍ୟାଙ୍କ କିଛି ପଦକ୍ଷେପ ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଥାଇ ଦିଲ୍ଲୀ ବନ୍ୟା କଥା ପଚାରି ବୁଝିଲେ ମୋଦି

ନୂଆଦିଲ୍ଲୀ,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହି ସମୟରେ ଦିଲ୍ଲୀରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ବିଦେଶରେ ଥାଇ...

ଦୀପାବଳିରେ ଫୁଟିବ ନାହିଁ ବାଣ: ଗେହଲଟ

ଜୟପୁର,୨ ।୧୧: ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦେଖି ଏବେ ଲୋକଙ୍କ ଜୀବନ ବଞ୍ଚାଇବା ଏକ ଚ୍ୟାଲେଞ୍ଜ ହୋଇପଡିଛି ବୋଲି କହିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ...

ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍‌ରେ ନିଆଁ: ୭୪ ଦଗ୍ଧ

ଇସ୍‌ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍‌ଏସ୍‌)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍‌ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍‌ଗାମ୍‌ ଏକ୍ସପ୍ରେସ୍‌ରେ...

ସଚିନ କି କୋହଲି ନୁହେଁ, ଏହି କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୫।୮: କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ତାଙ୍କ ପ୍ରିୟ କ୍ରିକେଟର ଭାବରେ ବାଛିଛନ୍ତି। ଇନଷ୍ଟାଗ୍ରାମରେ ଏକ...

ହରିୟାଣା ସ୍କୁଲରେ ବଢିଲା ଗ୍ରୀଷ୍ମକାଳୀନ ଛୁଟି ଅବଧି

ପଞ୍ଚକୁଲା,୧।୭: ହରିୟାଣାରେ ଗ୍ରୀଷ୍ମର ପ୍ରବାହ କମି ନ ଥିବା ବେଳେ ସୋମବାର ସରକାର ସ୍କୁଲର ଗ୍ରୀଷ୍ମ ଛୁଟିକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହା...

ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଯବାନଙ୍କ ଗାଡି ଉପରକୁ ଆକ୍ରମଣ, ଜଣେ ଯବାନ ଶହୀଦ

ଶ୍ରୀନଗର,୪ ।୬: ଜମ୍ମୁ-କଶ୍ମୀରର ଶୋପିଆନ ଅଞ୍ଚଳରେ ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଏକ ଗାଡିରେ ବିସ୍ଫୋରଣ ହେବା ଫଳରେ ଜଣେ ଯବାନ ଶହୀଦ ହେବା ସହ...

ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ କରୋନା

ମଣିପୁର,୧୫।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଏନ. ବିରେନ ସିଂ। ଏ ନେଇ ରବିବାର ବିରେନ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। କରୋନାର ଲକ୍ଷଣ ଦେଖାଯିବା...

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ୧୫ ଦିନ ତଳେ ନେଇଥିଲେ ଟିକା

ଚଣ୍ଡିଗଡ଼,୫।୧୨: ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନୀଲ ଭିଜ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ଶନିବାର ସୂଚନା ଦେଇଛନ୍ତି। ସେ...

Advertisement
Archives

Model This Week