ଖୋର୍ଦ୍ଧାରେ ଖୋଲିବ କୋଭିଡ୍‌ କେୟାର ସେଣ୍ଟର: ଉପଲବ୍ଧ ହେବ ୮ଶହ ବେଡ୍‌

ଖୋର୍ଦ୍ଧା ଅଫିସ,୧୩।୭: ଖୋର୍ଦ୍ଧା ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଜିଲାରେ କୋଭିଡ୍‌ କେୟାର ସେଣ୍ଟର ଖୋଲିବ। ଏନେଇ ସୋମବାର ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଭୁବନେଶ୍ବରସ୍ଥିତ ଆଇଏଏସ୍‌ ଓ ସମ ହସ୍ପିଟାଲ ମଧ୍ୟରେ ଏମ୍‌ଓୟୁ(ବୁଝାମଣା ପତ୍ର) ସ୍ବାକ୍ଷର ହୋଇଛି । ଜିଲାର ଜାମୁଝରି ଠାରେ ୫ଶହ ଶର୍ଯ୍ୟା ଏବଂ ଜଟଣୀ, ଖୁଦୁପରଠାରେ ୩ଶହ ଶର୍ଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲାଯିବ । ଏହି କେୟାର ସେଣ୍ଟରରେ କରୋନା ଆକ୍ରାନ୍ତ(ପଜିଟିଭ ରୋଗୀ) ଏବଂ ଲକ୍ଷଣ ଯୁକ୍ତ ରୋଗୀ ଚିକିତ୍ସିତ ହେବେ। ଏହି ଏମ୍‌ଓୟୁ ସ୍ବାକ୍ଷର ବେଳେ ଜିଲାପାଳ ଶିତାଂଶୁ ରାଉତ, ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ, ସିଡିଏମ୍‌ ଓ ବିଶ୍ବ ରଞ୍ଜନ ପତି, ଭୁବନେଶ୍ବର ଉପଜିଲାପାଳ ଦେବବ୍ରତ ସାହୁ ଏବଂ ସମ୍‌ ହସ୍ପିଟାଲ ସିଇଓ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ପାଇଁ ଗାନ୍ଧିଜୀଙ୍କୁ ବ୍ୟବହାର କରନାହିଁ

ବଲାଙ୍ଗୀର ଅଫିସ, ୨୨ା୧ – ସର୍ବଭାରତୀୟ ବହୁଭାଷୀ ମଞ୍ଚ ନାଟକ ସମାରୋହ ମଠଖାଇ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଛତିଶଗଡ ପ୍ରଦେଶ ରାୟଗଡର ଇଣ୍ଡିଆନ୍‌ ପିପୁଲ ଥିଏଟର...

ଜଗତସିଂହପୁରରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ: ୧୪୩ରେ ପହଞ୍ଚିଲା ମୋଟ ସଂକ୍ରମିତ ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଜଗତ୍‌ସିଂହପୁର ଜିଲାରେ ଶନିବାର ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକ ଅଞ୍ଚଳର...

ଚୌଦ୍ୱାର ଜେଲ୍‌ରେ ପହଞ୍ଚିଲା କରୋନା: ଚିହ୍ନଟ ହେଲେ ଜଣେ ପଜିଟିଭ୍‌

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରୁ ଜଣେ ଓ୍ବାର୍ଡର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଜେଲର ୧୩ଜଣ କଏଦୀ ଓ ୧୨ଜଣ...

କରୋନା ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼,୧୮।୧୨(ଡି.ଏନ.ଏ.) ଦେବଗଡ ନେହେରୁ ଯୁବକେନ୍ଦ୍ର ଓ ବାରକୋଟ ବ୍ଲକ ଶିରିଗିଡା ବାବା ବାଣେଶ୍ୱର କ୍ଲବ ମିଳିତ ଆନୁକୂଲ୍ୟରେ ଶିରିଗିଡା ଗ୍ରାମରେ ଏସ୍‌ଏଚଜି ସଦସ୍ୟାଙ୍କୁ ନେଇ କରୋନା...

ବିଧାୟକଙ୍କ କରୋନା ସମୀକ୍ଷା

ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ...

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା...

କୋଭିଡ୍‌ ନିୟମ ଉଲ୍ଲଂଘନ: ବିଶାଲ ମେଗାମାର୍ଟ, ୪ ଦୋକାନ ସିଲ୍‌

କଟକ ଅଫିସ,୫।୪: କଟକ ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି।...

ଝାଟିମାଟି କୁରିଆରେ ବିତୁଛେ ଜୀବନ୍‌: ଆବାସ ଯୋଜନାରୁ ବଁଚିତ୍‌ ୮୦ ବଛ୍‌ରିଆ ବୁରୁଧ୍‌

ଅତାବିରା, ୭।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ନିଅଁ। ସି ପରିବାରମାନକର ଲାଗି ପ୍ରଧାନମନ୍ତ୍ରୀ ଅବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ...

Advertisement


Archives

Model This Week

Why Dharitri