ମାଗଣାରେ ହେବ କୋଭିଡ୍‌ ଚିକିତ୍ସା

ବରଗଡ଼ ଅଫିସ,୧୪।୫: ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏଣିକି ମାଗଣାରେ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ହେବ । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲୀକ୍ରୀଷ୍ଣା ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସହିତ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିବା ସେ ଜଣାଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ପ୍ରକାଶ ଥାଉକି, କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଉଦ୍ୟମରେ ଉକ୍ତ ହସ୍ପିଟାଲକୁ ଆଇଓସିଏଲ୍‌ ସିଏସ୍‌ଆର ପାଣ୍ଠିରୁ ୭୦ଟି ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ...

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ...

ଆମ୍ବକୁ ବିପଦ ରେଡ୍‌ବ୍ୟାଣ୍ଡ୍‌ ପୋକ

ଢେଙ୍କାନାଳ,୧୯ା୩(ରତନ ନାୟାର):ଆମ୍ବ ଚାଷରେ ଢେଙ୍କାନାଳ ଜିଲା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଜିଲାର ଜଳବାୟୁ ଫଳଚାଷ ପାଇଁ ଉପଯୁକ୍ତ ହୋଇଥିବାରୁ ପ୍ରତିବର୍ଷ ପ୍ରାୟ ୪୦ରୁ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri