ୟୁନିଭରସିଟିରେ କୋଭିଡ୍‌ ଓ୍ବାର୍ଡ…

ଲକ୍ଷ୍ନୌ,୧୭।୪: କରୋନା ସଂକ୍ରମଣ ନେଇ ଉତ୍ତରପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଆହ୍ଲାବାଦ ୟୁନିଭରସିଟିକୁ କୋଭିଡ୍‌ ଓ୍ବାର୍ଡ ପରିଣତ କରିବାକୁ ଯାଉନ୍ତି। ଇତିମଧ୍ୟରେ ରାଜ୍ୟସରକାରଙ୍କ ନିଷ୍ପତ୍ତି କ୍ରମେ ବିଶ୍ୱବିଦ୍ୟାଳୟର ହଷ୍ଟେଲକୁ ଖାଲି କରିବାକୁ ସୂଚନା ଜାରି ହୋଇଛି। ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବାରୁ ବିପର୍ଯ୍ୟୟ ପରିଚାଳନା ଆକ୍ଟ ଅନ୍ତର୍ଗତ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରୀକ୍ଷା ଅନ୍‌ଲାଇନ୍‌ରେ କରାଯିବ ବୋଲି ୟୁନିଭରସିଟି କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। ଶିକ୍ଷାର୍ଥୀମାନେ ଘରେ ସୁରକ୍ଷିତ ରହି ପାଠ ପଢ଼ିବା ଉପରେ କର୍ତ୍ତୃପକ୍ଷ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ନିର୍ଦ୍ଦେଶରେ ଚାଲିଛି ମେଘାଳୟ-ଆସାମ ସରକାର: ମମତାଙ୍କ ଅଭିଯୋଗ…

ଶିଲଂ,୧୩।୧୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶିଲଂ ଗସ୍ତର ଦ୍ୱିତୀୟ ଦିନରେ ମଙ୍ଗଳବାର ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ...

୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ଭାଜପା: ରାମ ମାଧବ

ଅଗରତାଲା,୮।୬: ଦେଶରେ କଂଗ୍ରେସ ଦଳ ନାମରେ ଅଧିକ ସମୟ ଧରି କ୍ଷମତାରେ ରହିବାର ରେକର୍ଡ ଅଛି। ତେବେ ଏହି ରେକର୍ଡ ଭାଜପା ଭାଙ୍ଗିବା ସହିତ ୨୦୪୭...

ପଞ୍ଜାବରେ ଟୁଇଷ୍ଟ: ଏଏପି ସହ ମେଣ୍ଟ କରିବେ ବଲବୀର!

ଚଣ୍ଡିଗଡ଼,୨୫ ।୧୨: ପଞ୍ଜାବର କୃଷକ ସଙ୍ଗଠନ ବଳବୀର ସିଂ ରାଜେୱାଲଙ୍କୁ ୟୁନାଇଟେଡ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଦେଇଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ଅଖିଳେଶଙ୍କୁ ଧନ୍ୟବାଦ ଦେଲେ ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୩୦।୪: ଧାରଣାରେ ବସିଥିବା ରେସଲରଙ୍କ ଅଭିଯୋଗ ରାଜନୀତି ଦ୍ୱାରା ପ୍ରେରିତ ବୋଲି କହିଛନ୍ତି ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂ। ଶନିବାର...

ରାହୁଲ ଗାନ୍ଧୀଙ୍କ ଆବେଦନର ଆଜି ଶୁଣାଣି କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ,୨।୫: ସୁରଟ କୋର୍ଟ ଦ୍ୱାରା ଅପରାଧିକ ମାନହାନି ମାମଲାରେ ଦୁଇ ବର୍ଷ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ମଙ୍ଗଳବାର...

ବିଦେଶରେ ଚାଳୁଥିବା ଭାରତ ନିର୍ମିତ ଟ୍ରେନ୍‌ ବସିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୪ା୪: ମୋଜାମ୍ବିକ୍‌ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେଠାରେ ଭାରତ ନିର୍ମିତ ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ତାଙ୍କ ସହ ମୋଜାମ୍ବିକ୍‌ର ପରିବହନ...

କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ...

ମୋ ଚାରିପଟେ ଅନେକ ବନ୍ଧୁକ: ସଲମାନ୍‌

ମୁମ୍ବାଇ,୧ା୫: ଗ୍ୟାଙ୍ଗ୍‌ଷ୍ଟରମାନଙ୍କ ଟାର୍ଗେଟ ଲିଷ୍ଟରେ ଥିବା ‘ଟାଇଗର ଜିନ୍ଦା ହୈ’ ଅଭିନେତା ସଲମାନ୍‌ ଖାନ୍‌ ଏକାଧିକ ଧମକ ପାଇଲେଣି। ଶେଷରେ ସେ ଏହାକୁ କିପରି ହ୍ୟାଣ୍ଡେଲ...

Advertisement
Archives

Model This Week