ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସୀମାନ୍ତ ଜିଲାମାନଙ୍କୁ ସତର୍କ ରହିବାକୁ କହିଛନ୍ତି। ଏହାକୁ ମୁକବିଲା କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଡିଏମ୍‌ଇଟି ପ୍ରଫେସର ଡା. ରମାରମଣ ମହାନ୍ତି କହିଛନ୍ତି ଯେ ତୃତୀୟ ଲହରକୁ ନେଇ ସମସ୍ତ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ୍‌ ହସ୍ପିଟାଲଗୁଡ଼ିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌-୧୯ ସଂକ୍ରମଣ ବଢ଼ିଲେ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ହସ୍ପିଟାଲରେ ଅକ୍ସିଜେନ, ମେଡିସିନ ମହଜୁଦ ରଖିବା ପାଇଁ ମଧ୍ୟ କୁହାଯାଇଥିବା ଡିଏମ୍‌ଇଟି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଦେଶରେ କୋଭିଡ-୧୯ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ଧୀରେ ଧୀରେ କାୟା ବିସ୍ତାର କରୁଛି। ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଦିଲ୍ଲୀ, ମୁମ୍ବାଇ, ମହାରାଷ୍ଟ୍ର, ତେଲେଙ୍ଗାନା, କର୍ନାଟକ, ତାମିଲନାଡୁ, ଗୁଜୁରାଟ, ରାଜସ୍ଥାନ ଆଦି ୧୧ଟି ରାଜ୍ୟରେ ଓମିକ୍ରନ ଚିହ୍ନଟ ହୋଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ସେ ୭୬ ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କୁ...

ଦୂରଦୃଷ୍ଟି ଅଭାବରୁ ଯୋଜନା ଦିଗହରା

ଢେଙ୍କାନାଳ ଅଫିସ, ୧୧।୪ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ଖୋଳାଯାଇଛି ବିଶାଳକାୟ ପୋଖରୀ। ଏଥିରେ ଖର୍ଚ୍ଚ ହୋଇଛି ପ୍ରାୟ ୧୨ ଲକ୍ଷ ଟଙ୍କା। କାମ...

ଆସିଲା ଜାନୁଆରୀ ଗାଇଡ୍‌ଲାଇନ୍‌: ଖୋଲିବ ସିନେମା ହଲ୍‌, ଥିଏଟର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-କୋଭିଡ୍‌-୧୯ କଟକଣା ଜାରି ହେବା ପରଠାରୁ ଦୀର୍ଘ ୧୦ ମାସ ହେବ ସିନେମା ହଲ୍‌, ଥିଏଟର ଆଦି ବନ୍ଦ ରହିଥିଲା। ତେବେ ୨୦୨୧ ଜାନୁୟାରୀ ପହିଲାରୁ...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

ବିଶ୍ୱାସରେ ବିଷ: ବୃଦ୍ଧାଙ୍କ ଏଟିଏମ୍‌ରୁ ଟଙ୍କା ହଡ଼ପ: ଜେଲ ଗଲେ ଅଭିଯୁକ୍ତ ଫାର୍ମାସିଷ୍ଟ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଶ୍ୱାସରେ ବିଷ ଦେଇ ଜଣେ ବୃଦ୍ଧାଙ୍କ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଚୋରି ଅଭିଯୋଗରେ ନୟାଗଡ ଜିଲାର ମାନସ ରଞ୍ଜନ ମିଶ୍ରଙ୍କୁ ପୋଲିସ ଗିରଫ...

ଜରପଡା ଶିବ ମନ୍ଦିରରୁ ଚୋରି

ଛେଣ୍ଡିପଦା,୨୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜରପଡା ଧବଳେଶ୍ବର ଶିବ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶିବ ମନ୍ଦିରରୁ ଦାନ...

ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼

ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ...

ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ...

Advertisement
Archives

Model This Week