ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍‌ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ ଦିନ ସଂକ୍ରମଣ ବଢୁଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହେଲାଣି। ତେଣୁ ଯେଉଁ ବ୍ୟବସାୟୀମାନେ କୋଭିଡ୍‌ ପରୀକ୍ଷା କରିନାହାନ୍ତି ତୁରନ୍ତ ପରୀକ୍ଷା କରିବାକୁ ଏନ୍‌ଏସି ପକ୍ଷରୁ କୁହାଯାଇଛି। ଏହାର ଅବମାନନା କଲେ କୋଭିଡ ନିୟମ ଅନୁଯାୟୀ ଦୋକାନ ବନ୍ଦ କରାଯିବ ବୋଲି ଏନ୍‌ଏସି ପକ୍ଷରୁ ଶୁକ୍ରବାର ଏକ ଗାଇଡଲାଇନ୍‌ ଜାରି ହୋଇଛି। ଏହା ସହିତ ଏକ ନିର୍ଦ୍ଦିଷ୍ଟ ବସ୍ତ୍ରାଳୟ କିମ୍ବା ତାଙ୍କ ଘରୁ ସାବିତ୍ରୀ ବ୍ରତ କିମ୍ବା ରଜ ପାଇଁ ଶାଢୀ କିଣିଥିବା ଲୋକମାନେ ମଧ୍ୟ କୋଭିଡ୍‌ ପରୀକ୍ଷା କରାଇନେବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri