୧୦୦୦ ଟଙ୍କାରେ ମିଳିବ କୋଭିଶିଲ୍ଡ୍‌ : ସେରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୪।୧: ଭାରତରେ କୋଭିଶିଲ୍ଡ୍‌ ୧୦୦୦ଟଙ୍କାରେ ମିଳିବ ବୋଲି ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାଓ୍ବାଲା ସୂଚନା ଦେଇଛନ୍ତି। ମାତ୍ର ସରକାରଙ୍କ ଅନୁମତି ମିଳିଲେ ଏଭଳି କରାଯିବ। ସେରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ପ୍ରଥମ ଏକ କୋଟି ଟିକା ୨୦୦ଟଙ୍କାର ସ୍ବତନ୍ତ୍ର ଦାମ୍‌ରେ ଯୋଗାଇ ଦିଆଯିବ। ତେବେ ପରବର୍ତ୍ତୀ ସମୟରେ ଏହାକୁ ୧୦୦୦ ଟଙ୍କାରେ ବିକ୍ରି କରାଯିବ। ଟିକା ସହିତ ବୁଷ୍ଟର ମଧ୍ୟ ଦିଆଯିବ। ଏହାର ଦାମ୍‌ ମଧ୍ୟ ୧୦୦୦ ଟଙ୍କା ରହିଛି। ତେଣୁ ଟିକାର ମୋଟ ଦାମ ୨୦୦୦ ଟଙ୍କା ରହିବ ବୋଲି ସେ କହିଛନ୍ତି। ଭାରତ ସରକାର ସେରମ୍‌ ଇନଷ୍ଟିଚ୍ୟୁଟ୍‌ଠାରୁ ଟିକା କିଣି ଏହାକୁ ମାଗଣାରେ ଲୋକଙ୍କୁ ଦେବେ। ସେରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ସରକାରଙ୍କୁ ଟିକା ୨୫୦ ଟଙ୍କାରେ ବିକ୍ରି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?